ଆଦି ପୁସ୍ତକ 48:6 - ଓଡିଆ ବାଇବେଲ6 ପୁଣି, ଏମାନଙ୍କ ଉତ୍ତାରେ ତୁମ୍ଭର ଯେଉଁ ସନ୍ତାନ ଜାତ ହେବେ, ସେମାନେ ତୁମ୍ଭର ହେବେ ଓ ଜ୍ୟେଷ୍ଠ ଭାଇମାନଙ୍କ ନାମରେ ଆପଣା ଆପଣା ଅଧିକାରରେ ବିଖ୍ୟାତ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ପୁଣି ଏମାନଙ୍କ ଉତ୍ତାରେ ତୁମ୍ଭର ଯେଉଁ ସନ୍ତାନ ଜାତ ହେବେ, ସେମାନେ ତୁମ୍ଭର ହେବେ ଓ ଜ୍ୟେଷ୍ଠ ଭାଇମାନଙ୍କ ନାମରେ ଆପଣା ଅଧିକାରରେ ବିଖ୍ୟାତ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ଏମାନଙ୍କ ଉତ୍ତାରେ ତୁମ୍ଭର ଯେଉଁ ସନ୍ତାନ ଜାତ ହେବେ, ସେମାନେ ତୁମ୍ଭର ହେବେ ଓ ଜ୍ୟେଷ୍ଠ ଭାଇମାନଙ୍କ ନାମରେ ଆପଣା ଆପଣା ଅଧିକାରରେ ବିଖ୍ୟାତ ହେବେ। Viz kapitolaପବିତ୍ର ବାଇବଲ6 ଏମାନଙ୍କ ପରେ ତୁମ୍ଭର ଯେଉଁ ସନ୍ତାନ ଜନ୍ମ ନେବେ। ସେମାନେ ତୁମ୍ଭର ହେବେ ଏବଂ ତାଙ୍କର ଭାଇମାନଙ୍କ ସହିତ ସେମାନେ ସମ୍ପତ୍ତି ପାଇବେ। Viz kapitola |