ଆଦି ପୁସ୍ତକ 48:9 - ଓଡିଆ ବାଇବେଲ9 ତହିଁରେ ଯୋଷେଫ ପିତାଙ୍କୁ କହିଲେ, “ଏମାନେ ମୋହର ପୁତ୍ର, ପରମେଶ୍ୱର ଏମାନଙ୍କୁ ଏହି ଦେଶରେ ମୋତେ ଦେଇଅଛନ୍ତି।” ତେବେ ଇସ୍ରାଏଲ କହିଲେ, “ବିନୟ କରୁଅଛି, ଏମାନଙ୍କୁ ମୋ’ ନିକଟକୁ ଆଣ, ମୁଁ ଏମାନଙ୍କୁ ଆଶୀର୍ବାଦ କରିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)9 ତହିଁରେ ଯୋଷେଫ ପିତାଙ୍କୁ କହିଲେ, ଏମାନେ ମୋହର ପୁତ୍ର, ପରମେଶ୍ଵର ଏମାନଙ୍କୁ ଏହି ଦେଶରେ ମୋତେ ଦେଇଅଛନ୍ତି। ତେବେ ଇସ୍ରାଏଲ କହିଲେ, ବିନୟ କରୁଅଛି, ଏମାନଙ୍କୁ ମୋʼ ନିକଟକୁ ଆଣ, ମୁଁ ଏମାନଙ୍କୁ ଆଶୀର୍ବାଦ କରିବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହିଁରେ ଯୋଷେଫ ପିତାଙ୍କୁ କହିଲେ, “ଏମାନେ ମୋହର ପୁତ୍ର, ପରମେଶ୍ୱର ଏମାନଙ୍କୁ ଏହି ଦେଶରେ ମୋତେ ଦେଇଅଛନ୍ତି।” ତେବେ ଇସ୍ରାଏଲ କହିଲେ, “ବିନୟ କରୁଅଛି, ଏମାନଙ୍କୁ ମୋʼ ନିକଟକୁ ଆଣ, ମୁଁ ଏମାନଙ୍କୁ ଆଶୀର୍ବାଦ କରିବି।” Viz kapitolaପବିତ୍ର ବାଇବଲ9 ଯୋଷେଫ ଆପଣା ପିତାଙ୍କୁ କହିଲେ, “ଏମାନେ ମୋହର ପୁତ୍ର, ପରମେଶ୍ୱର ଏମାନଙ୍କୁ ଏହି ଦେଶରେ ମୋତେ ଦେଇଅଛନ୍ତି।” ତେବେ ଇସ୍ରାଏଲ କହିଲେ, “ବିନୟ କରୁଅଛି, ଏମାନଙ୍କୁ ମୋ’ ନିକଟକୁ ଆଣ। ମୁଁ ଏମାନଙ୍କୁ ଆଶୀର୍ବାଦ କରିବି।” Viz kapitola |