Online Bible

- Reklamy -




ଆଦି ପୁସ୍ତକ 49:1 - ଓଡିଆ ବାଇବେଲ

1 ଏଥିଉତ୍ତାରେ ଯାକୁବ ଆପଣା ପୁତ୍ରମାନଙ୍କୁ ଡାକି କହିଲେ, “ତୁମ୍ଭେମାନେ ଏକତ୍ର ହୁଅ; ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭମାନଙ୍କୁ କହୁଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଯାକୁବ ଆପଣା ପୁତ୍ରମାନଙ୍କୁ ଡାକି କହିଲେ, ତୁମ୍ଭେମାନେ ଏକତ୍ର ହୁଅ; ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭମାନଙ୍କୁ କହୁଅଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଯାକୁବ ଆପଣା ପୁତ୍ରମାନଙ୍କୁ ଡାକି କହିଲେ, “ତୁମ୍ଭେମାନେ ଏକତ୍ର ହୁଅ; ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭମାନଙ୍କୁ କହୁଅଛି।

Viz kapitola kopírovat

ପବିତ୍ର ବାଇବଲ

1 ଏହା ପରେ ଯାକୁବ ତାଙ୍କର ପୁତ୍ରମାନଙ୍କୁ ଆପଣା ନିକଟକୁ ଡକାଇଲେ। ସେ କହିଲେ, “ହେ ମୋର ପୁତ୍ରଗଣ, ମୋ’ ନିକଟକୁ ଆସ। ଭବିଷ୍ୟତ କଥା ମୁଁ ତୁମ୍ଭମାନଙ୍କୁ କହିବି।

Viz kapitola kopírovat




ଆଦି ପୁସ୍ତକ 49:1

Následuj nás:

Reklamy


Reklamy