ଆଦି ପୁସ୍ତକ 49:25 - ଓଡିଆ ବାଇବେଲ25 ଅର୍ଥାତ୍, ପୈତୃକ ପରମେଶ୍ୱର, ଯେ ତୁମ୍ଭର ଉପକାର କରିବେ ଓ ସର୍ବଶକ୍ତିମାନ, ଯେ ଉପରିସ୍ଥ ଆକାଶରୁ ମଙ୍ଗଳ, ଅଧଃସ୍ଥାନରେ ବିସ୍ତୀର୍ଣ୍ଣ ବାରିଧିରୁ ମଙ୍ଗଳ, ସ୍ତନ ଓ ଗର୍ଭରୁ ମଙ୍ଗଳ ଦେଇ ତୁମ୍ଭକୁ ଆଶୀର୍ବାଦ କରିବେ, ତାହାଙ୍କ ଦ୍ୱାରା ତାହାର ହସ୍ତର ବାହୁ ବଳବାନ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)25 ଅର୍ଥାତ୍, ପୈତୃକ ପରମେଶ୍ଵର, ଯେ ତୁମ୍ଭର ଉପକାର କରିବେ ଓ ସର୍ବଶକ୍ତିମାନ, ଯେ ଉପରିସ୍ଥ ଆକାଶରୁ ମଙ୍ଗଳ, ଅଧଃସ୍ଥାନରେ ବିସ୍ତୀର୍ଣ୍ଣ ବାରିଧିରୁ ମଙ୍ଗଳ, ସ୍ତନ ଓ ଗର୍ଭରୁ ମଙ୍ଗଳ ଦେଇ ତୁମ୍ଭକୁ ଆଶୀର୍ବାଦ କରିବେ,, ତାହାଙ୍କ ଦ୍ଵାରା ତାହାର ହସ୍ତର ବାହୁ ବଳବାନ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଅର୍ଥାତ୍, ପୈତୃକ ପରମେଶ୍ୱର, ଯେ ତୁମ୍ଭର ଉପକାର କରିବେ ଓ ସର୍ବଶକ୍ତିମାନ, ଯେ ଉପରିସ୍ଥ ଆକାଶରୁ ମଙ୍ଗଳ, ଅଧଃସ୍ଥାନରେ ବିସ୍ତୀର୍ଣ୍ଣ ବାରିଧିରୁ ମଙ୍ଗଳ, ସ୍ତନ ଓ ଗର୍ଭରୁ ମଙ୍ଗଳ ଦେଇ ତୁମ୍ଭକୁ ଆଶୀର୍ବାଦ କରିବେ, ତାହାଙ୍କ ଦ୍ୱାରା ତାହାର ହସ୍ତର ବାହୁ ବଳବାନ ହେଲା। Viz kapitolaପବିତ୍ର ବାଇବଲ25 ପୈତୃକ ପରମେଶ୍ୱର, ସାହାଯ୍ୟ କରିବେ ଏବଂ ସର୍ବଶକ୍ତିମାନ ପରମେଶ୍ୱର ସ୍ୱର୍ଗରୁ ତୁମ୍ଭଙ୍କୁ ଆଶୀର୍ବାଦ ଦେବେ। ଆକାଶରୁ, ଗଭୀର ସାଗରରୁ, ଗର୍ଭାଶୟ ସ୍ତନ ବାରିଧିରୁ ମଙ୍ଗଳ ଦେଇ ତୁମ୍ଭକୁ ଆଶୀର୍ବାଦ କରିବେ। Viz kapitola |