ଆଦି ପୁସ୍ତକ 49:27 - ଓଡିଆ ବାଇବେଲ27 ବିନ୍ୟାମୀନ୍ ବିଦାରକ କେନ୍ଦୁଆ ତୁଲ୍ୟ; ପ୍ରାତଃକାଳରେ ସେ ମୃଗ ଭକ୍ଷଣ ଓ ସନ୍ଧ୍ୟାକାଳରେ ଶିକାର ବଣ୍ଟନ କରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)27 ବିନ୍ୟାମିନ ବିଦାରକ କେନ୍ଦୁଆ ତୁଲ୍ୟ; ପ୍ରାତଃକାଳରେ ସେ ମୃଗ ଭକ୍ଷଣ ଓ ସନ୍ଧ୍ୟାକାଳରେ ଶିକାର ବଣ୍ଟନ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ବିନ୍ୟାମୀନ୍ ବିଦାରକ କେନ୍ଦୁଆ ତୁଲ୍ୟ; ପ୍ରାତଃକାଳରେ ସେ ମୃଗ ଭକ୍ଷଣ ଓ ସନ୍ଧ୍ୟାକାଳରେ ଶିକାର ବଣ୍ଟନ କରିବ।” Viz kapitolaପବିତ୍ର ବାଇବଲ27 “ବିନ୍ୟାମୀନ ଏକ ଭୋକିଲା ଗଧିଆ ତୁଲ୍ୟ। ପ୍ରଭାତରେ ସେ ଶିକାର କରି ଖାଏ। ଅବଶିଷ୍ଟାଂଶ ସନ୍ଧ୍ୟାରେ ସେ ଦୁହେଁ ଭାଗ କରନ୍ତି।” Viz kapitola |