ଆଦି ପୁସ୍ତକ 5:29 - ଓଡିଆ ବାଇବେଲ29 ଯେହେତୁ ସେ କହିଲେ, ସଦାପ୍ରଭୁଙ୍କ ଦ୍ୱାରା ଅଭିଶପ୍ତ ଭୂମିରେ ଆମ୍ଭମାନଙ୍କର ଶ୍ରମ ଓ ହସ୍ତର କ୍ଳେଶ ବିଷୟରେ ଏ ଆମ୍ଭମାନଙ୍କର ସାନ୍ତ୍ୱନା ଜନ୍ମାଇବ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ଯେହେତୁ ସେ କହିଲେ, ସଦାପ୍ରଭୁଙ୍କ ଦ୍ଵାରା ଅଭିଶପ୍ତ ଭୂମିରେ ଆମ୍ଭମାନଙ୍କର ଶ୍ରମ ଓ ହସ୍ତର କ୍ଳେଶ ବିଷୟରେ ଏ ଆମ୍ଭମାନଙ୍କର ସାନ୍ତ୍ଵନା ଜନ୍ମାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଯେହେତୁ ସେ କହିଲେ, “ସଦାପ୍ରଭୁଙ୍କ ଦ୍ୱାରା ଅଭିଶପ୍ତ ଭୂମିରେ ଆମ୍ଭମାନଙ୍କର ଶ୍ରମ ଓ ହସ୍ତର କ୍ଳେଶ ବିଷୟରେ ଏ ଆମ୍ଭମାନଙ୍କର ସାନ୍ତ୍ୱନା ଜନ୍ମାଇବ।” Viz kapitolaପବିତ୍ର ବାଇବଲ29 ଲେମକ ତା'ର ନାମ ରଖିଲା ନୋହ। ସେ କହିଲା, “ପରମେଶ୍ୱରଙ୍କ ଦ୍ୱାରା ଅଭିଶପ୍ତ ଭୂମିରେ ଆମ୍ଭର କଠିନ ପରିଶ୍ରମକୁ ଲାଘବ କରିବା ପାଇଁ, ସେ ଆମ୍ଭମାନଙ୍କୁ ସାନ୍ତ୍ୱନା ଦେବ।” Viz kapitola |