ଆଦି ପୁସ୍ତକ 50:11 - ଓଡିଆ ବାଇବେଲ11 ପୁଣି, ସେହି ଦେଶ ନିବାସୀ କିଣାନୀୟ ଲୋକମାନେ ଆଟଦର ଖଳାରେ ସେମାନଙ୍କର ଏରୂପ ଶୋକ ଦେଖି କହିଲେ, “ମିସ୍ରୀୟମାନଙ୍କର ଏ ଅତି ଦାରୁଣ ଶୋକ,” ତେଣୁକରି ଯର୍ଦ୍ଦନ ପାରସ୍ଥ ସେହି ସ୍ଥାନ ଆବେଲ ମିସର ନାମରେ ବିଖ୍ୟାତ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)11 ପୁଣି ସେହି ଦେଶ ନିବାସୀ କିଣାନୀୟ ଲୋକମାନେ ଆଟଦର ଖଳାରେ ସେମାନଙ୍କର ଏରୂପ ଶୋକ ଦେଖି କହିଲେ, ମିସ୍ରୀୟମାନଙ୍କର ଏ ଅତି ଦାରୁଣ ଶୋକ; ତେଣୁକରି ଯର୍ଦ୍ଦନ ପାରସ୍ଥ ସେହି ସ୍ଥାନ ଆବେଲ ମିସର (ମିସ୍ରୀୟମାନଙ୍କ ଶୋକ) ନାମରେ ବିଖ୍ୟାତ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ସେହି ଦେଶ ନିବାସୀ କିଣାନୀୟ ଲୋକମାନେ ଆଟଦର ଖଳାରେ ସେମାନଙ୍କର ଏରୂପ ଶୋକ ଦେଖି କହିଲେ, “ମିସରୀୟମାନଙ୍କର ଏ ଅତି ଦାରୁଣ ଶୋକ,” ତେଣୁକରି ଯର୍ଦ୍ଦନ ପାରସ୍ଥ ସେହି ସ୍ଥାନ ଆବେଲ୍ ମିସର ନାମରେ ବିଖ୍ୟାତ ହେଲା। Viz kapitolaପବିତ୍ର ବାଇବଲ11 ସେହି ଦେଶ ନିବାସୀ କିଣାନୀୟ ଲୋକମାନେ ଆଟଦର ଖଳାରେ ସେମାନଙ୍କର ଏରୂପ ଶୋକ ଦେଖି କହିଲେ, “ମିସ୍ରୀୟମାନଙ୍କ ପ୍ରତି ଏହା ଦାରୁଣ ଦୁଃଖ।” ସେହିସ୍ଥାନ ଆବେଲ-ମିଶର ନାମରେ ବିଖ୍ୟାତ ହେଲା। ଏହା ଯର୍ଦ୍ଦନ ପାରସ୍ଥରେ। Viz kapitola |