Online Bible

- Reklamy -




ଆଦି ପୁସ୍ତକ 50:13 - ଓଡିଆ ବାଇବେଲ

13 ଅର୍ଥାତ୍‍, ତାଙ୍କର ପୁତ୍ରମାନେ ତାଙ୍କୁ କିଣାନ ଦେଶକୁ ନେଇ ମକ୍‍ପେଲା କ୍ଷେତ୍ରରେ ମଧ୍ୟବର୍ତ୍ତୀ ଗୁହାରେ କବର ଦେଲେ; ସେହି ଗୁହା ମମ୍ରିର ସମ୍ମୁଖସ୍ଥ କ୍ଷେତ୍ର ସହିତ କବର ସ୍ଥାନାଧିକାର ନିମିତ୍ତ ହିତ୍ତୀୟ ଇଫ୍ରୋଣଠାରୁ ଅବ୍ରହାମଙ୍କ ଦ୍ୱାରା କ୍ରୀତ ହୋଇଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ଅର୍ଥାତ୍, ତାଙ୍କର ପୁତ୍ରମାନେ ତାଙ୍କୁ କିଣାନ ଦେଶକୁ ନେଇ ମକ୍ପେଲା କ୍ଷେତ୍ରରେ ମଧ୍ୟବର୍ତ୍ତୀ ଗୁହାରେ କବର ଦେଲେ; ସେହି ଗୁହା ମମ୍ରିର ସମ୍ମୁଖସ୍ଥ କ୍ଷେତ୍ର ସହିତ କବର ସ୍ଥାନାଧିକାର ନିମିତ୍ତ ହେତୀୟ ଇଫ୍ରୋଣଠାରୁ ଅବ୍ରହାମଙ୍କ ଦ୍ଵାରା କ୍ରୀତ ହୋଇଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଅର୍ଥାତ୍‍, ତାଙ୍କର ପୁତ୍ରମାନେ ତାଙ୍କୁ କିଣାନ ଦେଶକୁ ନେଇ ମକ୍‍ପେଲା କ୍ଷେତ୍ରରେ ମଧ୍ୟବର୍ତ୍ତୀ ଗୁହାରେ କବର ଦେଲେ; ସେହି ଗୁହା ମମ୍ରିର ସମ୍ମୁଖସ୍ଥ କ୍ଷେତ୍ର ସହିତ କବର ସ୍ଥାନାଧିକାର ନିମିତ୍ତ ହିତ୍ତୀୟ ଇଫ୍ରୋଣଠାରୁ ଅବ୍ରହାମଙ୍କ ଦ୍ୱାରା କ୍ରୀତ ହୋଇଥିଲା।

Viz kapitola kopírovat

ପବିତ୍ର ବାଇବଲ

13 ଯାକୁବର ପୁତ୍ରମାନେ ତାହାଙ୍କୁ କିଣାନ ଦେଶକୁ ନେଇ ମ‌କ୍‌ପେଲା କ୍ଷେତ୍ରର ଗୁହାରେ କବର ଦେଲେ। ମମ୍ରି ନିକଟସ୍ଥ ସେହି ଗୁହା କ୍ଷେତ୍ର ସମାଧି ଭୂମିରୂପେ ଇଫ୍ରୋଣ ଓ ହେତୀୟଠାରୁ ଅବ୍ରହାମଙ୍କ ଦ୍ୱାରା କିଣା ଯାଇଥିଲା।

Viz kapitola kopírovat




ଆଦି ପୁସ୍ତକ 50:13

Následuj nás:

Reklamy


Reklamy