ଆଦି ପୁସ୍ତକ 50:25 - ଓଡିଆ ବାଇବେଲ25 ଆହୁରି ଯୋଷେଫ ଇସ୍ରାଏଲଙ୍କର ସନ୍ତାନମାନଙ୍କୁ ଏହି ଶପଥ କରାଇ କହିଲେ, “ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ, ସେହି ସମୟରେ ତୁମ୍ଭେମାନେ ଏ ସ୍ଥାନରୁ ମୋହର ଅସ୍ଥି ନେଇଯିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)25 ଆହୁରି ଯୋଷେଫ ଇସ୍ରାଏଲଙ୍କର ସନ୍ତାନମାନଙ୍କୁ ଏହି ଶପଥ କରାଇ କହିଲେ, ପରମେଶ୍ଵର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ଵାବଧାନ କରିବେ, ସେହି ସମୟରେ ତୁମ୍ଭେମାନେ ଏ ସ୍ଥାନରୁ ମୋହର ଅସ୍ଥି ନେଇଯିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଆହୁରି ଯୋଷେଫ ଇସ୍ରାଏଲଙ୍କର ସନ୍ତାନମାନଙ୍କୁ ଏହି ଶପଥ କରାଇ କହିଲେ, “ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ, ସେହି ସମୟରେ ତୁମ୍ଭେମାନେ ଏ ସ୍ଥାନରୁ ମୋହର ଅସ୍ଥି ନେଇଯିବ।” Viz kapitolaପବିତ୍ର ବାଇବଲ25 ଆଉ ଯୋଷେଫ ଇସ୍ରାଏଲଙ୍କର ବଂଶଧରମାନଙ୍କୁ ତାଙ୍କଠାରେ ପ୍ରତିଜ୍ଞା କରାଇଲେ। ସେ କହିଲେ, “ପରମେଶ୍ୱର ନିଶ୍ଚିତ ଭାବରେ ତୁମ୍ଭମାନଙ୍କର ଯତ୍ନ ନେବେ। ସେ ତୁମ୍ଭକୁ ତୁମ୍ଭର ଦେଶକୁ ଆଗେଇ ନେବେ। ସେହି ସମୟରେ ମୋର ଅସ୍ଥି ତୁମ୍ଭେମାନେ ନେଇଯିବ।” Viz kapitola |