Online Bible

- Reklamy -




ଆଦି ପୁସ୍ତକ 50:5 - ଓଡିଆ ବାଇବେଲ

5 ମୋ’ ପିତା ମୋତେ ଶପଥ କରାଇ କହିଅଛନ୍ତି, ଦେଖ, ଆମ୍ଭେ ମଲେ, କିଣାନ ଦେଶରେ ଆପଣା ନିମନ୍ତେ ଯେଉଁ କବର ଖନନ କରିଅଛୁ, ତହିଁରେ ଆମ୍ଭକୁ କବର ଦେବ। ଏଣୁ ଏବେ ମୋତେ ଯିବାକୁ ଦିଅନ୍ତୁ, ମୁଁ ପିତାଙ୍କୁ କବର ଦେଇ ପୁନର୍ବାର ଆସିବି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ମୋʼ ପିତା ମୋତେ ଶପଥ କରାଇ କହିଅଛନ୍ତି, ଦେଖ, ଆମ୍ଭେ ମଲେ, କିଣାନ ଦେଶରେ ଆପଣା ନିମନ୍ତେ ଯେଉଁ କବର ଖନନ କରିଅଛୁ, ତହିଁରେ ଆମ୍ଭକୁ କବର ଦେବ। ଏଣୁ ଏବେ ମୋତେ ଯିବାକୁ ଦିଅନ୍ତୁ, ମୁଁ ପିତାଙ୍କୁ କବର ଦେଇ ପୁନର୍ବାର ଆସିବି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମୋʼ ପିତା ମୋତେ ଶପଥ କରାଇ କହିଅଛନ୍ତି, ‘ଦେଖ, ଆମ୍ଭେ ମଲେ, କିଣାନ ଦେଶରେ ଆପଣା ନିମନ୍ତେ ଯେଉଁ କବର ଖନନ କରିଅଛୁ, ତହିଁରେ ଆମ୍ଭକୁ କବର ଦେବ।’ ଏଣୁ ଏବେ ମୋତେ ଯିବାକୁ ଦିଅନ୍ତୁ, ମୁଁ ପିତାଙ୍କୁ କବର ଦେଇ ପୁନର୍ବାର ଆସିବି।”

Viz kapitola kopírovat

ପବିତ୍ର ବାଇବଲ

5 ‘ମୋର ପିତାଙ୍କ ମୃତ୍ୟୁ ପୂର୍ବରୁ ମୁଁ ତାଙ୍କଠାରେ ଶପଥ କରିଥିଲି ଯେ ତାଙ୍କର ମୃତ୍ୟୁପରେ କିଣାନ ଦେଶରେ ସେ ଆପଣା ନିମନ୍ତେ ଯେଉଁ କବର ଖନନ କରିଥିଲେ ତହିଁରେ ତାହାଙ୍କୁ କବର ଦେବି। ତେଣୁ ଏବେ ମୋତେ ଯିବାକୁ ଦିଅନ୍ତୁ। ମୁଁ ପିତାଙ୍କୁ କବର ଦେଇ ପୁନର୍ବାର ଆସିବି।’”

Viz kapitola kopírovat




ଆଦି ପୁସ୍ତକ 50:5

Následuj nás:

Reklamy


Reklamy