ଆଦି ପୁସ୍ତକ 50:8 - ଓଡିଆ ବାଇବେଲ8 ପୁଣି, ଯୋଷେଫଙ୍କର ସମସ୍ତ ପରିବାର ଓ ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃପରିବାର ତାଙ୍କ ସଙ୍ଗେ ଗମନ କଲେ; ଗୋଶନ ପ୍ରଦେଶରେ ସେମାନେ କେବଳ ଆପଣାମାନଙ୍କ ବାଳକଗଣ ଓ ମେଷପଲ ଓ ଗୋପଲ ଛାଡ଼ି ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି ଯୋଷେଫଙ୍କର ସମସ୍ତ ପରିବାର ଓ ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃପରିବାର ତାଙ୍କ ସଙ୍ଗେ ଗମନ କଲେ; ଗୋଶନ ପ୍ରଦେଶରେ ସେମାନେ କେବଳ ଆପଣାମାନଙ୍କ ବାଳକଗଣ ଓ ମେଷପଲ ଓ ଗୋପଲ ଛାଡ଼ି ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ଯୋଷେଫଙ୍କର ସମସ୍ତ ପରିବାର ଓ ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃପରିବାର ତାଙ୍କ ସଙ୍ଗେ ଗମନ କଲେ; ଗୋଶନ ପ୍ରଦେଶରେ ସେମାନେ କେବଳ ଆପଣାମାନଙ୍କ ବାଳକଗଣ ଓ ମେଷପଲ ଓ ଗୋପଲ ଛାଡ଼ିଗଲେ। Viz kapitolaପବିତ୍ର ବାଇବଲ8 ଯୋଷେଫଙ୍କ ପରିବାରର ସମସ୍ତ ଲୋକ, ତାଙ୍କର ଭାଇମାନେ ଏବଂ ତାଙ୍କ ପିତାଙ୍କର ସମସ୍ତ ବଂଶ ତାଙ୍କ ସହିତ ଗଲେ। ଗୋଶନରେ କେବଳ ପଶୁ ଓ ପିଲାମାନେ ରହିଲେ। Viz kapitola |