Online Bible

- Reklamy -




ଆଦି ପୁସ୍ତକ 6:3 - ଓଡିଆ ବାଇବେଲ

3 ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭର ଆତ୍ମା ମନୁଷ୍ୟ ଉପରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, ଯେହେତୁ ସେମାନଙ୍କ ବିପଥ ଗମନରେ ସେମାନେ ମାଂସ ମାତ୍ର; ଏଥିନିମନ୍ତେ ସେମାନଙ୍କ ସମୟ ଶହେ କୋଡ଼ିଏ ବର୍ଷ ହେବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ତହିଁରେ ସଦାପ୍ରଭୁ କହିଲେ, ଆମ୍ଭର ଆତ୍ମା ମନୁଷ୍ୟ ମଧ୍ୟରେ ସର୍ବଦା ଅଧିଷ୍ଠାନ କରିବେ ନାହିଁ, ଯେହେତୁ ସେମାନଙ୍କ ବିପଥ ଗମନରେ ସେମାନେ ମାଂସମାତ୍ରି; ଏନିମନ୍ତେ ସେମାନଙ୍କ ସମୟ ଶହେ କୋଡ଼ିଏ ବର୍ଷ ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭର ଆତ୍ମା ମନୁଷ୍ୟ ଉପରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, ଯେହେତୁ ସେମାନଙ୍କ ବିପଥଗମନରେ ସେମାନେ ମାଂସ ମାତ୍ର; ଏଥିନିମନ୍ତେ ସେମାନଙ୍କ ସମୟ ଶହେ କୋଡ଼ିଏ ବର୍ଷ ହେବ।”

Viz kapitola kopírovat




ଆଦି ପୁସ୍ତକ 6:3

Následuj nás:

Reklamy


Reklamy