ଆଦି ପୁସ୍ତକ 6:6 - ଓଡିଆ ବାଇବେଲ6 ଏନିମନ୍ତେ ସଦାପ୍ରଭୁ ପୃଥିବୀରେ ମନୁଷ୍ୟକୁ ନିର୍ମାଣ କରିବା ସକାଶୁ ଅନୁତାପ କରି ମନରେ ଶୋକ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏନିମନ୍ତେ ସଦାପ୍ରଭୁ ପୃଥିବୀରେ ମନୁଷ୍ୟକୁ ନିର୍ମାଣ କରିବା ହେତୁରୁ ଅନୁତାପ କରି ମନରେ ଶୋକ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏନିମନ୍ତେ ସଦାପ୍ରଭୁ ପୃଥିବୀରେ ମନୁଷ୍ୟକୁ ନିର୍ମାଣ କରିବା ସକାଶୁ ଅନୁତାପ କରି ମନରେ ଶୋକ କଲେ। Viz kapitolaପବିତ୍ର ବାଇବଲ6 ମନୁଷ୍ୟମାନଙ୍କୁ ଜନ୍ମ ଦେଇଥିବାରୁ, ସଦାପ୍ରଭୁ ଅନୁତାପ କଲେ। ଏହା ସଦାପ୍ରଭୁଙ୍କ ହୃଦୟକୁ ଯନ୍ତ୍ରଣା ଦେଲା। Viz kapitola |