ଆଦି ପୁସ୍ତକ 7:11 - ଓଡିଆ ବାଇବେଲ11 ନୋହଙ୍କର ବୟସର ଛଅଶହ ବର୍ଷ ଦ୍ୱିତୀୟ ମାସର ସପ୍ତଦଶ ଦିନରେ ମହା ସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି, ଆକାଶସ୍ଥ ଦ୍ୱାର ସବୁ ମୁକ୍ତ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)11 ନୋହଙ୍କର ବୟସର ଛଅଶହ ବର୍ଷ ଦ୍ଵିତୀୟ ମାସର ସପ୍ତଦଶ ଦିନରେ ମହା ସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି ଆକାଶସ୍ଥ ଦ୍ଵାର ସବୁ ମୁକ୍ତ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ନୋହଙ୍କର ବୟସର ଛଅ ଶହ ବର୍ଷ ଦ୍ୱିତୀୟ ମାସର ସପ୍ତଦଶ ଦିନରେ ମହାସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି, ଆକାଶସ୍ଥ ଦ୍ୱାରସବୁ ମୁକ୍ତ ହେଲା। Viz kapitolaପବିତ୍ର ବାଇବଲ11-13 ଦ୍ୱିତୀୟ ମାସର ସତର ଦିବସ ଯେତେବେଳେ ନୋହଙ୍କୁ 600 ବର୍ଷ ବୟସ ହୋଇଥିଲା। ମହାସମୁଦ୍ରର ସମଗ୍ର ଜଳଧାର ଭାଙ୍ଗିଗଲା। ପୁଣି ଆକାଶସ୍ଥ ଦ୍ୱାର ସବୁ ମୁକ୍ତ ହେଲା। ତହିଁରେ ଗ୍ଭଳିଶ୍ ଦିବାରାତ୍ରି ବୃଷ୍ଟି ହେଲା। ସେହି ଦିନରେ ନୋହ, ଶେମ, ହାମ ଓ ଯେଫତ୍ ନୋହଙ୍କର ପୁତ୍ରମାନେ ଆଉ ସେମାନଙ୍କର ସ୍ତ୍ରୀମାନେ ଓ ନୋହଙ୍କର ସ୍ତ୍ରୀ ଜାହାଜରେ ପ୍ରବେଶ କଲେ। Viz kapitola |