ଆଦି ପୁସ୍ତକ 7:23 - ଓଡିଆ ବାଇବେଲ23 ଏହିରୂପେ ପୃଥିବୀର ଉପରିସ୍ଥ ସମୁଦାୟ ପ୍ରାଣୀ ଲୁପ୍ତ ହେଲେ, ଅର୍ଥାତ୍, ମନୁଷ୍ୟ, ପଶୁ, ଉରୋଗାମୀ ଜନ୍ତୁ, ଖେଚର ପକ୍ଷୀ, ସମସ୍ତେ ପୃଥିବୀରୁ ଲୁପ୍ତ ହେଲେ; କେବଳ ନୋହ ଓ ଜାହାଜସ୍ଥ ତାଙ୍କର ସଙ୍ଗୀ ସମସ୍ତେ ବଞ୍ଚିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଏହିରୂପେ ପୃଥିବୀର ଉପରିସ୍ଥ ସମୁଦାୟ ପ୍ରାଣୀ ଲୁପ୍ତ ହେଲେ, ଅର୍ଥାତ୍, ମନୁଷ୍ୟ, ପଶୁ, ଉରୋଗାମୀ ଜନ୍ତୁ, ଖେଚର ପକ୍ଷୀ, ସମସ୍ତେ ପୃଥିବୀରୁ ଲୁପ୍ତ ହେଲେ; କେବଳ ନୋହ ଓ ଜାହାଜସ୍ଥ ତାଙ୍କର ସଙ୍ଗୀ ସମସ୍ତେ ବଞ୍ଚିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏହିରୂପେ ପୃଥିବୀର ଉପରିସ୍ଥ ସମୁଦାୟ ପ୍ରାଣୀ ଲୁପ୍ତ ହେଲେ, ଅର୍ଥାତ୍, ମନୁଷ୍ୟ, ପଶୁ, ଉରୋଗାମୀ ଜନ୍ତୁ, ଖେଚର ପକ୍ଷୀ, ସମସ୍ତେ ପୃଥିବୀରୁ ଲୁପ୍ତ ହେଲେ; କେବଳ ନୋହ ଓ ଜାହାଜସ୍ଥ ତାଙ୍କର ସଙ୍ଗୀ ସମସ୍ତେ ବଞ୍ଚିଲେ। Viz kapitolaପବିତ୍ର ବାଇବଲ23 ଏହି ପ୍ରକାରେ ପରମେଶ୍ୱର ପୃଥିବୀରେ ବାସ କରୁଥିବା ସମସ୍ତ ଜୀବିତ ପ୍ରାଣୀଙ୍କୁ ନିଶ୍ଚିହ୍ନ କଲେ। ସମସ୍ତ ମନୁଷ୍ୟ, ପଶୁ, ସରୀସୃପ ପ୍ରାଣୀ, ଖେଚର ପକ୍ଷୀ, ପୃଥିବୀରେ ମୃତ୍ୟୁବରଣ କଲେ। କେବଳ ନୋହ ଓ ଜାହାଜରେ ଥିବା ଲୋକମାନେ ଏବଂ ପଶୁଗଣ ରକ୍ଷା ପାଇଗଲେ। Viz kapitola |