ଆଦି ପୁସ୍ତକ 8:10 - ଓଡିଆ ବାଇବେଲ10 ଆଉ ସାତ ଦିନ ବିଳମ୍ବ କଲା ଉତ୍ତାରେ ସେ ସେହି କାପ୍ତାକୁ ପୁନର୍ବାର ଜାହାଜରୁ ଉଡ଼ାଇ ଦେଲେ; Viz kapitolaପବିତ୍ର ବାଇବଲ (Re-edited) - (BSI)10 ଆଉ ସାତ ଦିନ ବିଳମ୍ଵ କଲା ଉତ୍ତାରେ ସେ ସେହି କାପ୍ତାକୁ ପୁନର୍ବାର ଜାହାଜରୁ ଉଡ଼ାଇ ଦେଲେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ ସାତ ଦିନ ବିଳମ୍ବ କଲା ଉତ୍ତାରେ ସେ ସେହି କାପ୍ତାକୁ ପୁନର୍ବାର ଜାହାଜରୁ ଉଡ଼ାଇ ଦେଲେ; Viz kapitolaପବିତ୍ର ବାଇବଲ10 ସାତ ଦିନ ପରେ, ନୋହ ଜାହାଜରୁ ପୂନର୍ବାର କପୋତକୁ ପଠାଇଲେ। Viz kapitola |