ଆଦି ପୁସ୍ତକ 8:12 - ଓଡିଆ ବାଇବେଲ12 ଆଉ ସାତ ଦିନ ବିଳମ୍ବ କରି ସେ ସେହି କାପ୍ତାକୁ ପୁନର୍ବାର ଉଡ଼ାଇ ଦେଲେ, ମାତ୍ର ସେ ଆଉ ଥରେ ତାଙ୍କ ନିକଟକୁ ନେଉଟି ଆସିଲା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଆଉ ସାତ ଦିନ ବିଳମ୍ଵ କରି ସେ ସେହି କାପ୍ତାକୁ ପୁନର୍ବାର ଉଡ଼ାଇ ଦେଲେ, ମାତ୍ର ସେ ଆଉ ଥରେ ତାଙ୍କ ନିକଟକୁ ନେଉଟି ଆସିଲା ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆଉ ସାତ ଦିନ ବିଳମ୍ବ କରି ସେ ସେହି କାପ୍ତାକୁ ପୁନର୍ବାର ଉଡ଼ାଇ ଦେଲେ, ମାତ୍ର ସେ ଆଉ ଥରେ ତାଙ୍କ ନିକଟକୁ ନେଉଟି ଆସିଲା ନାହିଁ। Viz kapitolaପବିତ୍ର ବାଇବଲ12 ସାତ ଦିନ ଗଲାପରେ ନୋହ ଜାହାଜରୁ ପୂନର୍ବାର କପୋତକୁ ପଠାଇଲେ। କିନ୍ତୁ କପୋତ ଆଉ ଫେରିଲା ନାହିଁ। Viz kapitola |