ଆଦି ପୁସ୍ତକ 8:13 - ଓଡିଆ ବାଇବେଲ13 (ନୋହଙ୍କ ବୟସର) ଛଅଶହ ଏକ ବର୍ଷ ପ୍ରଥମ ମାସର ପ୍ରଥମ ଦିନରେ ପୃଥିବୀ ଉପରୁ ଜଳ ଶୁଷ୍କ ହେଲା; ସେତେବେଳେ ନୋହ ଜାହାଜର ଛାତ ଉଠାଇ ଅନାନ୍ତେ, ଭୂମିକୁ ଶୁଷ୍କ ଦେଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 (ନୋହଙ୍କ ବୟସର) ଛଅଶହ ଏକ ବର୍ଷ ପ୍ରଥମ ମାସର ପ୍ରଥମ ଦିନରେ ପୃଥିବୀ ଉପରୁ ଜଳ ଶୁଷ୍କ ହେଲା; ସେତେବେଳେ ନୋହ ଜାହାଜର ଛାତ ଉଠାଇ ଅନାନ୍ତେ, ଭୂମିକି ଶୁଷ୍କ ଦେଖିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 (ନୋହଙ୍କ ବୟସର) ଛଅ ଶହ ଏକ ବର୍ଷ ପ୍ରଥମ ମାସର ପ୍ରଥମ ଦିନରେ ପୃଥିବୀ ଉପରୁ ଜଳ ଶୁଷ୍କ ହେଲା; ସେତେବେଳେ ନୋହ ଜାହାଜର ଛାତ ଉଠାଇ ଅନାନ୍ତେ, ଭୂମିକୁ ଶୁଷ୍କ ଦେଖିଲେ। Viz kapitolaପବିତ୍ର ବାଇବଲ13 ଏହା ପରେ, ନୋହ ଜାହାଜର ଦ୍ୱାର ଖୋଲିଲେ। ନୋହ ଦେଖିଲେ ଯେ, ଭୂମି ପୁରା ଶୁଖି ଯାଇଛି। ଏହା ଥିଲା ପ୍ରଥମ ମାସର ପ୍ରଥମ ଦିବସ। ନୋହଙ୍କୁ ସେତେବେଳେ 601 ବର୍ଷ ହୋଇଥିଲା। Viz kapitola |