ଆଦି ପୁସ୍ତକ 9:2 - ଓଡିଆ ବାଇବେଲ2 ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଓ ଉରୋଗାମୀ ଜନ୍ତୁ ଓ ସମୁଦ୍ରର ମତ୍ସ୍ୟ, ସମସ୍ତେ ତୁମ୍ଭମାନଙ୍କଠାରୁ ଭୀତ ଓ ଶଙ୍କାଯୁକ୍ତ ହେବେ; ସେହି ସମସ୍ତ ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଟନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)2 ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଓ ଉରୋଗାମୀ ଜନ୍ତୁ ଓ ସମୁଦ୍ରର ମତ୍ସ୍ୟ, ସମସ୍ତେ ତୁମ୍ଭମାନଙ୍କଠାରୁ ଭୀତ ଓ ଶଙ୍କାଯୁକ୍ତ ହେବେ; ସେହି ସମସ୍ତ ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଟନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଓ ଉରୋଗାମୀ ଜନ୍ତୁ ଓ ସମୁଦ୍ରର ମତ୍ସ୍ୟ, ସମସ୍ତେ ତୁମ୍ଭମାନଙ୍କଠାରୁ ଭୀତ ଓ ଶଙ୍କାଯୁକ୍ତ ହେବେ; ସେହି ସମସ୍ତ ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଟନ୍ତି। Viz kapitolaପବିତ୍ର ବାଇବଲ2 ପୃଥିବୀରେ ସମସ୍ତ ପଶୁ, ଆକାଶର ସମସ୍ତ ପକ୍ଷୀ ଭୂଚର ସମସ୍ତ ପ୍ରାଣୀ, ଏବଂ ସମୁଦ୍ର ମଧ୍ୟରେ ଥିବା ସମସ୍ତ ମତ୍ସ୍ୟ ତୁମ୍ଭମାନଙ୍କୁ ଭୟ କରିବେ। ସମସ୍ତ ଜୀବ ତୁମ୍ଭ ନିୟନ୍ତ୍ରଣରେ ରହିବେ। Viz kapitola |