ଆଦି ପୁସ୍ତକ 9:21 - ଓଡିଆ ବାଇବେଲ21 ତହିଁରେ ସେ ଦ୍ରାକ୍ଷାରସ ପାନ କରି ମତ୍ତ ହୋଇ ତମ୍ବୁ ମଧ୍ୟରେ ବିବସ୍ତ୍ର ହୋଇ ପଡ଼ିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ତହିଁରେ ସେ ଦ୍ରାକ୍ଷାରସ ପାନ କରି ମତ୍ତ ହୋଇ ତମ୍ଵୁ ମଧ୍ୟରେ ବିବସ୍ତ୍ର ହୋଇ ପଡ଼ିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତହିଁରେ ସେ ଦ୍ରାକ୍ଷାରସ ପାନ କରି ମତ୍ତ ହୋଇ ତମ୍ବୁ ମଧ୍ୟରେ ବିବସ୍ତ୍ର ହୋଇ ପଡ଼ିଲେ। Viz kapitolaପବିତ୍ର ବାଇବଲ21 ନୋହ ତହିଁରୁ ଦ୍ରାକ୍ଷାରସ ପ୍ରସ୍ତୁତି କରି ପାନ କଲେ। ସେ ଦ୍ରାକ୍ଷାରସ ପାନ କରି ମତ୍ତ ହୋଇ ତାଙ୍କର ଲୁଗାପଟା ଖୋଲିଦେଇ ତାଙ୍କର ତମ୍ବୁରେ ପଡ଼ି ରହିଲେ। ସେ କୌଣସି ବସ୍ତ୍ର ପରିଧାନ କରି ନ ଥିଲେ। Viz kapitola |