ଆଦି ପୁସ୍ତକ 9:24 - ଓଡିଆ ବାଇବେଲ24 ଏଉତ୍ତାରୁ ନୋହ ଦ୍ରାକ୍ଷାରସର ନିଦ୍ରାରୁ ଜାଗ୍ରତ ହୋଇ ଆପଣା ପ୍ରତି କନିଷ୍ଠ ପୁତ୍ରର ଆଚରଣ ଜ୍ଞାତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଏଉତ୍ତାରୁ ନୋହ ଦ୍ରାକ୍ଷାରସର ନିଦ୍ରାରୁ ଜାଗ୍ରତ ହୋଇ ଆପଣା ପ୍ରତି କନିଷ୍ଠପୁତ୍ରର ଆଚରଣ ଜ୍ଞାତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏଉତ୍ତାରୁ ନୋହ ଦ୍ରାକ୍ଷାରସର ନିଦ୍ରାରୁ ଜାଗ୍ରତ ହୋଇ ଆପଣା ପ୍ରତି କନିଷ୍ଠ ପୁତ୍ରର ଆଚରଣ ଜ୍ଞାତ ହେଲେ। Viz kapitolaପବିତ୍ର ବାଇବଲ24 ଏହା ପରେ ନୋହ ଉଠିଲେ (ସେ ମଦ୍ୟ ପାନକରି ଶୋଇଥିଲେ)। ସେ ଜାଣିଲେ ଯେ ତାଙ୍କର ସାନପୁଅ ତାଙ୍କ ପାଇଁ କ’ଣ କରିଛନ୍ତି। Viz kapitola |