ଆଦି ପୁସ୍ତକ 9:5 - ଓଡିଆ ବାଇବେଲ5 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଜୀବନରୂପ ରକ୍ତପାତର ପରିଶୋଧ ନିତାନ୍ତ ନେବା; ପ୍ରତ୍ୟେକ ପଶୁଠାରୁ ହେଉ କି ମନୁଷ୍ୟଠାରୁ ହେଉ, ତାହାରି ପରିଶୋଧ ନେବା; ଆମ୍ଭେ ପ୍ରତ୍ୟେକ ମନୁଷ୍ୟର ଭ୍ରାତାଠାରୁ ମନୁଷ୍ୟର ପ୍ରାଣର ପରିଶୋଧ ନେବା। Viz kapitolaପବିତ୍ର ବାଇବଲ (Re-edited) - (BSI)5 ପୁଣି ଆମ୍ଭେ ତୁମ୍ଭମାନଙ୍କ ଜୀବନରୂପ ରକ୍ତପାତର ପରିଶୋଧ ନିତା; ନେବା; ପ୍ରତ୍ୟେକ ପଶୁଠାରୁ ହେଉ କି ମନୁଷ୍ୟଠାରୁ ହେଉ, ତାହାରି ପରିଶୋଧ ନେବା; ଆମ୍ଭେ ପ୍ରତ୍ୟେକ ମନୁଷ୍ୟର ଭ୍ରାତାଠାରୁ ମନୁଷ୍ୟର ପ୍ରାଣର ପରିଶୋଧ ନେବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଜୀବନରୂପ ରକ୍ତପାତର ପରିଶୋଧ ନିତାନ୍ତ ନେବା; ପ୍ରତ୍ୟେକ ପଶୁଠାରୁ ହେଉ କି ମନୁଷ୍ୟଠାରୁ ହେଉ, ତାହାରି ପରିଶୋଧ ନେବା; ଆମ୍ଭେ ପ୍ରତ୍ୟେକ ମନୁଷ୍ୟର ଭ୍ରାତାଠାରୁ ମନୁଷ୍ୟର ପ୍ରାଣର ପରିଶୋଧ ନେବା। Viz kapitolaପବିତ୍ର ବାଇବଲ5 ମୁଁ ରକ୍ତ ପାତ ଦ୍ୱାରା ଦଣ୍ଡିତ କରିବି, ତାହା ପ୍ରାଣୀ ଦ୍ୱାରା ହେଉ ବା ଲୋକମାନଙ୍କ ଦ୍ୱାରା। ଯଦି ଲୋକମାନେ ପରସ୍ପରକୁ ହତ୍ୟା କରନ୍ତି, ମୁଁ ରକ୍ତପାତ ଦ୍ୱାରା ଦଣ୍ଡିତ କରିବି। Viz kapitola |