Online Bible

- Reklamy -




ହବକ୍କୂକ 3:16 - ଓଡିଆ ବାଇବେଲ

16 ମୁଁ ଶୁଣିଲି ଓ ମୋ’ ଉଦର କମ୍ପିଲା, ସେହି ରବରେ ମୋର ଓଷ୍ଠାଧର ଥର ଥର ହେଲା; ମୋ’ ଅସ୍ଥିସକଳରେ ପଚାଭାବ ପ୍ରବେଶ କଲା ଓ ମୁଁ ସ୍ୱସ୍ଥାନରେ କମ୍ପିତ ହେଲି; ତହିଁରେ ଯେଉଁମାନେ ସୈନ୍ୟଦଳ ଘେନି ତାହାକୁ ଆକ୍ରମଣ କରିବାକୁ ଆସିବେ, ସେହି ଲୋକମାନଙ୍କ ବିରୁଦ୍ଧରେ ଯେତେବେଳେ ଦିନ ଆସିବ, ସେତେବେଳେ ସେହି ସଙ୍କଟ ଦିନରେ ମୋତେ ବିଶ୍ରାମ କରିବାକୁ ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ମୁଁ ଶୁଣିଲି ଓ ମୋʼ ଉଦର କମ୍ପିଲା, ସେହି ରବରେ ମୋର ଓଷ୍ଠାଧର ଥର ଥର ହେଲା; ମୋʼ ଅସ୍ଥିସକଳରେ ପଚାଭାବ ପ୍ରବେଶ କଲା ଓ ମୁଁ ସ୍ଵସ୍ଥାନରେ କମ୍ପିତ ହେଲି; ତହିଁରେ ଯେଉଁମାନେ ସୈନ୍ୟଦଳ ଘେନି ତାହାକୁ ଆକ୍ରମଣ କରିବାକୁ ଆସିବେ, ସେହି ଲୋକମାନଙ୍କ ବିରୁଦ୍ଧରେ ଯେତେବେଳେ ଦିନ ଆସିବ, ସେତେବେଳେ ସେହି ସଙ୍କଟ ଦିନରେ ମୋତେ ବିଶ୍ରାମ କରିବାକୁ ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ମୁଁ ଶୁଣିଲି ଓ ମୋʼ ଉଦର କମ୍ପିଲା, ସେହି ରବରେ ମୋର ଓଷ୍ଠାଧର ଥରଥର ହେଲା; ମୋʼ ଅସ୍ଥିସକଳରେ ପଚାଭାବ ପ୍ରବେଶ କଲା ଓ ମୁଁ ସ୍ୱ ସ୍ଥାନରେ କମ୍ପିତ ହେଲି; ତହିଁରେ ଯେଉଁମାନେ ସୈନ୍ୟଦଳ ଘେନି ତାହାକୁ ଆକ୍ରମଣ କରିବାକୁ ଆସିବେ, ସେହି ଲୋକମାନଙ୍କ ବିରୁଦ୍ଧରେ ଯେତେବେଳେ ଦିନ ଆସିବ, ସେତେବେଳେ ସେହି ସଙ୍କଟ ଦିନରେ ମୋତେ ବିଶ୍ରାମ କରିବାକୁ ହେବ।

Viz kapitola kopírovat

ପବିତ୍ର ବାଇବଲ

16 ମୁଁ ଯେତେବେଳେ ଏହି କଥା ଶୁଣିଲି ମୋର ସମସ୍ତ ଶରୀର ଥରି ଉଠିଲା। ସେହି ଶବ୍ଦରେ ମୋ’ ଓଷ୍ଠରେ କମ୍ପନ ହେଲା। ମୋର ଅସ୍ଥିମଜ୍ଜାରେ ମୁଁ ଦୁର୍ବଳ ହୋଇ ପଡ଼ିଲି। ମୁଁ ସେହି କମ୍ପନ ଅବସ୍ଥାରେ ଥରିବାକୁ ଲାଗିଲି। ଯେତେବେଳେ ସେମାନେ ଲୋକମାନଙ୍କୁ ଆକ୍ରମଣ କରିବାକୁ ଆସିବେ, ମୁଁ ସେହି ଆକ୍ରମଣ ଓ ଧ୍ୱଂସର ଦିନଗୁଡ଼ିକ ଆସିବା ପାଇଁ ଧୈର୍ଯ୍ୟ ଧରି ଅପେକ୍ଷା କରିବି।

Viz kapitola kopírovat




ହବକ୍କୂକ 3:16

Následuj nás:

Reklamy


Reklamy