Online Bible

- Reklamy -




ହବକ୍କୂକ 3:6 - ଓଡିଆ ବାଇବେଲ

6 ସେ ଠିଆ ହୋଇ ପୃଥିବୀର ପରିମାଣ କଲେ। ସେ ଦୃଷ୍ଟିପାତ କରି ଗୋଷ୍ଠୀଗଣକୁ ଭିନ୍ନଭିନ୍ନ କରି ତଡ଼ି ଦେଲେ; ଆଉ, ଚିରସ୍ଥାୟୀ ପର୍ବତଗଣ ଛିନ୍ନଭିନ୍ନ କରାଗଲେ, ନିତ୍ୟସ୍ଥାୟୀ ଉପପର୍ବତଗଣ ନତ ହେଲେ; ତାହାଙ୍କର ଗତି ପୁରାତନ କାଳର ଗତି ତୁଲ୍ୟ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ସେ ଠିଆ ହୋଇ ପୃଥିବୀର ପରିମାଣ କଲେ। ସେ ଦୃଷ୍ଟିପାତ କରି ଗୋଷ୍ଠୀଗଣକୁ ଭିନ୍ନଭିନ୍ନ କରି ତଡ଼ି ଦେଲେ; ଆଉ, ଚିରସ୍ଥାୟୀ ପର୍ବତଗଣ ଛିନ୍ନଭିନ୍ନ କରାଗଲେ, ନିତ୍ୟସ୍ଥାୟୀ ଉପପର୍ବତଗଣ ନତ ହେଲେ; ତାହାଙ୍କର ଗତି ପୁରାତନ କାଳର ଗତି ତୁଲ୍ୟ ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେ ଠିଆ ହୋଇ ପୃଥିବୀର ପରିମାଣ କଲେ। ସେ ଦୃଷ୍ଟିପାତ କରି ଗୋଷ୍ଠୀଗଣକୁ ଭିନ୍ନ ଭିନ୍ନ କରି ତଡ଼ିଦେଲେ; ଆଉ, ଚିରସ୍ଥାୟୀ ପର୍ବତଗଣ ଛିନ୍ନଭିନ୍ନ କରାଗଲେ, ନିତ୍ୟସ୍ଥାୟୀ ଉପପର୍ବତଗଣ ନତ ହେଲେ; ତାହାଙ୍କର ଗତି ପୁରାତନ କାଳର ଗତି ତୁଲ୍ୟ ଥିଲା।

Viz kapitola kopírovat

ପବିତ୍ର ବାଇବଲ

6 ସଦାପ୍ରଭୁ ଦଣ୍ଡାୟମାନ ହେଲେ ଓ ପୃଥିବୀର ବିଗ୍ଭର କଲେ। ସେ ଦୃଷ୍ଟିଜାତ କରି ଗୋଷ୍ଠୀଗଣଙ୍କୁ ଭିନ୍ନଭିନ୍ନ କରି ତଡ଼ି ଦେଲେ। ଯେଉଁ ପର୍ବତଗୁଡ଼ିକ ବହୁବର୍ଷ ପର୍ଯ୍ୟନ୍ତ ଛିଡ଼ା ହୋଇଥିଲେ ସେଗୁଡ଼ିକ ଧ୍ୱଂସ ହେଲେ। ପୁରାତନ ପାହାଡ଼ଗୁଡ଼ିକର ମଧ୍ୟ ପତନ ହେଲା। କିନ୍ତୁ ପରମେଶ୍ୱର ଅନନ୍ତକାଳସ୍ଥାୟୀ।

Viz kapitola kopírovat




ହବକ୍କୂକ 3:6

Následuj nás:

Reklamy


Reklamy