ହବକ୍କୂକ 3:8 - ଓଡିଆ ବାଇବେଲ8 ସଦାପ୍ରଭୁ କି ନଦ-ନଦୀ ପ୍ରତି ଅସନ୍ତୁଷ୍ଟ ହେଲେ ? ତୁମ୍ଭର କ୍ରୋଧ କି ନଦ-ନଦୀର ଉପରେ ବର୍ତ୍ତିଲା, ଅବା ତୁମ୍ଭର କୋପ କି ସମୁଦ୍ରର ଉପରେ ବର୍ତ୍ତିଲା ଯେ, ତୁମ୍ଭେ ଆପଣା ଅଶ୍ୱଗଣର ଉପରେ, ଆପଣା ତ୍ରାଣସ୍ୱରୂପ ରଥସମୂହରେ ଆରୋହଣ କଲ ? Viz kapitolaପବିତ୍ର ବାଇବଲ (Re-edited) - (BSI)8 ସଦାପ୍ରଭୁ କି ନଦ-ନଦୀ ପ୍ରତି ଅସନ୍ତୁଷ୍ଟ ହେଲେ? ତୁମ୍ଭର କ୍ରୋଧ କି ନଦ-ନଦୀର ଉପରେ ବର୍ତ୍ତିଲା, ଅବା ତୁମ୍ଭର କୋପ କି ସମୁଦ୍ରର ଉପରେ ବର୍ତ୍ତିଲା ଯେ, ତୁମ୍ଭେ ଆପଣା ଅଶ୍ଵଗଣର ଉପରେ, ଆପଣା ତ୍ରାଣସ୍ଵରୂପ ରଥସମୂହରେ ଆରୋହଣ କଲ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସଦାପ୍ରଭୁ କି ନଦ-ନଦୀ ପ୍ରତି ଅସନ୍ତୁଷ୍ଟ ହେଲେ? ତୁମ୍ଭର କ୍ରୋଧ କି ନଦ-ନଦୀର ଉପରେ ବର୍ତ୍ତିଲା, ଅବା ତୁମ୍ଭର କୋପ କି ସମୁଦ୍ରର ଉପରେ ବର୍ତ୍ତିଲା ଯେ, ତୁମ୍ଭେ ଆପଣା ଅଶ୍ୱଗଣର ଉପରେ, ଆପଣା ତ୍ରାଣ ସ୍ୱରୂପ ରଥସମୂହରେ ଆରୋହଣ କଲ? Viz kapitolaପବିତ୍ର ବାଇବଲ8 ହେ ସଦାପ୍ରଭୁ, ତୁମ୍ଭେ କ’ଣ ନଦୀ, ଝରଣା, ସମୁଦ୍ର ଉପରେ କ୍ରୋଧାନ୍ୱିତ ହୋଇଥିଲ? ସେଥିପାଇଁ କ’ଣ ତୁମ୍ଭେ ତୁମ୍ଭର ଅଶ୍ୱ ଏବଂ ରଥକୁ ଆରୋହଣ କଲ? Viz kapitola |