ହାଗୟ 1:2 - ଓଡିଆ ବାଇବେଲ2 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଏହି ଲୋକମାନେ କହୁଅଛନ୍ତି, ଆମ୍ଭମାନଙ୍କର ଆସିବାର ଓ ସଦାପ୍ରଭୁଙ୍କ ଗୃହ ନିର୍ମିତ ହେବାର ସମୟ ଉପସ୍ଥିତ ହୋଇ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଏହି ଲୋକମାନେ କହୁଅଛନ୍ତି, ଆମ୍ଭମାନଙ୍କର ଆସିବାର ସମୟ, ସଦାପ୍ରଭୁଙ୍କ ଗୃହ ନିର୍ମିତ ହେବାର ସମୟ ଉପସ୍ଥିତ ହୋଇ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଏହି ଲୋକମାନେ କହୁଅଛନ୍ତି, ଆମ୍ଭମାନଙ୍କର ଆସିବାର ଓ ସଦାପ୍ରଭୁଙ୍କ ଗୃହ ନିର୍ମିତ ହେବାର ସମୟ ଉପସ୍ଥିତ ହୋଇ ନାହିଁ।” Viz kapitolaପବିତ୍ର ବାଇବଲ2 ସର୍ବଶକ୍ତିମାନ ସଦାପ୍ରଭୁ ଏହା କହନ୍ତି: “ଲୋକେ କହୁଛନ୍ତି ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବାର ଏପର୍ଯ୍ୟନ୍ତ ପ୍ରକୃଷ୍ଟ ସମୟ ହୋଇ ନାହିଁ।” Viz kapitola |