ହାଗୟ 1:4 - ଓଡିଆ ବାଇବେଲ4 ଏହି ଗୃହ ଭଗ୍ନ ଅବସ୍ଥାରେ ଥାଉ ଥାଉ ତୁମ୍ଭମାନଙ୍କର ନିଜର ଫଳକ ମଣ୍ଡିତ ଗୃହରେ ବାସ କରିବାର କି ସମୟ ଏହି ? Viz kapitolaପବିତ୍ର ବାଇବଲ (Re-edited) - (BSI)4 ଏହି ଗୃହ ଉତ୍ସନ୍ନ ଅବସ୍ଥାରେ ଥାଉ ଥାଉ ତୁମ୍ଭମାନଙ୍କର ନିଜର ଫଳକମଣ୍ତିତ ଗୃହରେ ବାସ କରିବାର କି ସମୟ ଏହି? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 “ଏହି ଗୃହ ଭଗ୍ନ ଅବସ୍ଥାରେ ଥାଉ ଥାଉ ତୁମ୍ଭମାନଙ୍କର ନିଜର ଫଳକ ମଣ୍ଡିତ ଗୃହରେ ବାସ କରିବାର କି ସମୟ ଏହି? Viz kapitolaପବିତ୍ର ବାଇବଲ4 “ତୁମ୍ଭେମାନେ ଭାବୁଛ ଯେ ସୁନ୍ଦର ଘରେ ବାସ କରିବାକୁ ଠିକ୍ ସମୟ ଆସିଯାଇଛି। ସୁନ୍ଦର କାନ୍ଥରେ କାଠ ଫଳକ ଲାଗିଥିବା ଘରେ ବାସ କରୁଛ। କିନ୍ତୁ ସଦାପ୍ରଭୁଙ୍କର ଗୃହ ତଥାପି ଭଗ୍ନ ଅବସ୍ଥାରେ ଅଛି। Viz kapitola |