Online Bible

- Reklamy -




ହାଗୟ 2:19 - ଓଡିଆ ବାଇବେଲ

19 ଅମାରରେ କି ଏପର୍ଯ୍ୟନ୍ତ ଶସ୍ୟ ଅଛି ? ଯେପରି ଏପର୍ଯ୍ୟନ୍ତ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷର, ଡାଳିମ୍ବ ଓ ଜୀତ ବୃକ୍ଷର ଫଳ ଫଳି ନାହିଁ; ମାତ୍ର ଆଜିଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ଗୋଲାରେ କି ଏପର୍ଯ୍ୟନ୍ତ ଶସ୍ୟ ଅଛି? ଏଯାଏ ଦ୍ରାକ୍ଷାଲତା ଓ ଡିମିରି ବୃକ୍ଷର, ଡାଳିମ୍ଵ ଓ ଜୀତ ବୃକ୍ଷର ଫଳ ଫଳି ନାହିଁ; ଆଜି ଦିନଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଅମାରରେ କି ଏପର୍ଯ୍ୟନ୍ତ ଶସ୍ୟ ଅଛି? ଯେପରି ଏପର୍ଯ୍ୟନ୍ତ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷର, ଡାଳିମ୍ବ ଓ ଜୀତବୃକ୍ଷର ଫଳ ଫଳି ନାହିଁ; ମାତ୍ର ଆଜିଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା।”

Viz kapitola kopírovat

ପବିତ୍ର ବାଇବଲ

19 ଖଳାରେ ଆଉ ଶସ୍ୟ ଅଛି କି? ନାଁ, କୌଣସି ଶସ୍ୟ ଖଳାରେ ନାହିଁ। ଦ୍ରାକ୍ଷାଲତାକୁ, ଡିମ୍ବିରି ଗଛକୁ, ଡାଳିମ୍ବ ବୃକ୍ଷକୁ ଏବଂ ଅଲିଭ୍ ଗଛକୁ ଲକ୍ଷ୍ୟ କର। ସେମାନେ ଫଳ ଧାରଣ କରୁଛନ୍ତି କି? ନାଁ, ସେ ସବୁ ଧାରଣ କରୁ ନାହାନ୍ତି। କିନ୍ତୁ ଆଜିଠାରୁ ଦେଖ, ସେଗୁଡ଼ିକ ଉତ୍ତମ ଫଳ ଧାରଣ କରିବେ, କାରଣ ଆମ୍ଭେ ଆର୍ଶୀବାଦ କରିବା।’”

Viz kapitola kopírovat




ହାଗୟ 2:19

Následuj nás:

Reklamy


Reklamy