ହାଗୟ 2:7 - ଓଡିଆ ବାଇବେଲ7 ପୁଣି, ଆମ୍ଭେ ସକଳ ଗୋଷ୍ଠୀଙ୍କୁ ହଲାଇବା, ଆଉ ସମସ୍ତ ଗୋଷ୍ଠୀର ବାଞ୍ଛନୀୟ ବିଷୟସକଳ ଆସିବ, ପୁଣି ଆମ୍ଭେ ଏହି ଗୃହକୁ ଐଶ୍ୱର୍ଯ୍ୟରେ ପରିପୂର୍ଣ୍ଣ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)7 ପୁଣି, ଆମ୍ଭେ ସକଳ ଗୋଷ୍ଠୀଙ୍କୁ ହଲାଇବା, ଆଉ ସମସ୍ତ ଗୋଷ୍ଠୀର ବାଞ୍ଛନୀୟ ବିଷୟସକଳ ଆସିବ, ପୁଣି ଆମ୍ଭେ ଏହି ଗୃହକୁ ଐଶ୍ଵର୍ଯ୍ୟରେ ପରିପୂର୍ଣ୍ଣ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ଆମ୍ଭେ ସକଳ ଗୋଷ୍ଠୀଙ୍କୁ ହଲାଇବା, ଆଉ ସମସ୍ତ ଗୋଷ୍ଠୀର ବାଞ୍ଛନୀୟ ବିଷୟସକଳ ଆସିବ, ପୁଣି ଆମ୍ଭେ ଏହି ଗୃହକୁ ଐଶ୍ୱର୍ଯ୍ୟରେ ପରିପୂର୍ଣ୍ଣ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। Viz kapitolaପବିତ୍ର ବାଇବଲ7 ଆମ୍ଭେ ସମସ୍ତ ଦେଶକୁ ଥରାଇ ଦେବା ଏବଂ ସେମାନେ ଧନସମ୍ପଦ ଧରି ତୁମ୍ଭ ନିକଟକୁ ଆସିବେ। ତା'ପରେ ଆମ୍ଭେ ଏହି ମନ୍ଦିରକୁ ମହିମାରେ ପୂର୍ଣ୍ଣ କରିବା।’ ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କହିଛନ୍ତି। Viz kapitola |