ଏବ୍ରୀ 1:14 - ଓଡିଆ ବାଇବେଲ14 ଏମାନେ ସମସ୍ତେ କ'ଣ ସେବାକାରୀ ଆତ୍ମା ନୁହଁନ୍ତି, ପୁଣି, ପରିତ୍ରାଣର ଭାବି ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାଁନ୍ତି ? Viz kapitolaପବିତ୍ର ବାଇବଲ (Re-edited) - (BSI)14 ଏମାନେ ସମସ୍ତେ କଅଣ ସେବାକାରୀ ଆତ୍ମା ନୁହନ୍ତି, ପୁଣି ପରିତ୍ରାଣର ଭାବୀ ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାନ୍ତି? Viz kapitolaପବିତ୍ର ବାଇବଲ (CL) NT (BSI)14 ତେବେ ସ୍ୱର୍ଗଦୂତମାନେ କିଏ? ସେମାନେ ହେଉଛନ୍ତି ଈଶ୍ୱରଙ୍କ ସେବକ, ପରିତ୍ରାଣପ୍ରାର୍ଥୀ ମନୁଷ୍ୟମାନଙ୍କର ସାହାଯ୍ୟ ପାଇଁ ଈଶ୍ବରଙ୍କ ଦ୍ୱାରା ପ୍ରେରିତ ଆତ୍ମାଗଣ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏମାନେ ସମସ୍ତେ କଅଣ ସେବାକାରୀ ଆତ୍ମା ନୁହଁନ୍ତି, ପୁଣି, ପରିତ୍ରାଣର ଭାବି ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାନ୍ତି? Viz kapitolaପବିତ୍ର ବାଇବଲ14 ସମସ୍ତ ସ୍ୱର୍ଗଦୂତ ଆତ୍ମା ଅଟନ୍ତି। ସେମାନେ ପରମେଶ୍ୱରଙ୍କ ସେବା କରନ୍ତି ଏବଂ ଯେଉଁମାନେ ପରିତ୍ରାଣ ପାଇଛନ୍ତି ସେମାନଙ୍କୁ ସାହାଯ୍ୟ କରନ୍ତି। Viz kapitola |