ଏବ୍ରୀ 10:10 - ଓଡିଆ ବାଇବେଲ10 ଯୀଶୁଖ୍ରୀଷ୍ଟଙ୍କ ଶରୀର ଏକାଥରକେ ଉତ୍ସର୍ଗୀକୃତ ହେବା ଦ୍ୱାରା ସେହି ଇଚ୍ଛା ହେତୁ ଆମ୍ଭେମାନେ ପବିତ୍ରୀକୃତ ହୋଇଅଛୁ । Viz kapitolaପବିତ୍ର ବାଇବଲ (Re-edited) - (BSI)10 ଯୀଶୁ ଖ୍ରୀଷ୍ଟଙ୍କ ଶରୀର ଏକାଥରକେ ଉତ୍ସର୍ଗୀକୃତ ହେବା ଦ୍ଵାରା ସେହି ଇଚ୍ଛା ହେତୁ ଆମ୍ଭେମାନେ ପବିତ୍ରୀକୃତ ହୋଇଅଛୁ। Viz kapitolaପବିତ୍ର ବାଇବଲ (CL) NT (BSI)10 ଅତଏବ ଈଶ୍ୱର ଏହି ସମସ୍ତ ବଳିଦାନ ଅଗ୍ରାହ୍ୟ କରି ତା’ ପରିବର୍ତ୍ତେ ଖୀଷ୍ଟଙ୍କ ବଳିଦାନ ଗ୍ରହଣ କଲେ। ଯୀଶୁ ଖୀଷ୍ଟ ଥରେ ମାତ୍ର ଓ ଚିରକାଳ ପାଇଁ ନିଜ ଶରୀରକୁ ଉତ୍ସର୍ଗ କରି ଈଶ୍ୱରଙ୍କ ଇଚ୍ଛା ସାଧନ କରିଥିବାରୁ, ତାଙ୍କର ସେହି ପ୍ରାୟଶ୍ଚିତ ଯୋଗୁଁ ଆମେ ସମସ୍ତେ ପାପରୁ ପରିଷ୍କୃତ ହୋଇଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଦ୍ବିତୀୟ ନିୟମରେ ଯୀଶୁ ଖ୍ରୀଷ୍ଟଙ୍କ ଶରୀର ଏକାଥରକେ ଉତ୍ସର୍ଗୀକୃତ ହେବା ଦ୍ୱାରା ସେହି ଇଚ୍ଛା ହେତୁ ଆମ୍ଭେମାନେ ପବିତ୍ରୀକୃତ ହୋଇଅଛୁ। Viz kapitolaପବିତ୍ର ବାଇବଲ10 ପରମେଶ୍ୱର ଗ୍ଭହିଁଥିବା କର୍ମମାନ ଖ୍ରୀଷ୍ଟ କଲେ। ଓ ଏହା ଦ୍ୱାରା ତାହାଙ୍କ ଶରୀରର ବଳିଦାନ ହେତୁ ଆମ୍ଭେ ପବିତ୍ର ହେଲୁ। ଯୀଶୁ ସବୁଦିନ ପାଇଁ ପର୍ଯ୍ୟାପ୍ତ ହେଲା ଭଳି ଥରେମାତ୍ର ସେହି ବଳିଦାନ କଲେ। Viz kapitola |