ଏବ୍ରୀ 10:22 - ଓଡିଆ ବାଇବେଲ22 ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ୱାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ୱାସରେ ଈଶ୍ୱରଙ୍କ ନିକଟବର୍ତ୍ତୀ ହେଉ; Viz kapitolaପବିତ୍ର ବାଇବଲ (Re-edited) - (BSI)22 ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ଵାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ଵାସରେ ଈଶ୍ଵରଙ୍କ ନିକଟବର୍ତ୍ତୀ ହେଉ; Viz kapitolaପବିତ୍ର ବାଇବଲ (CL) NT (BSI)22 ଅତଏବ ଆସ, ଆମ୍ଭେମାନେ ଶୁଦ୍ଧ ଅନ୍ତଃକରଣ ଓ ଦୃଢ଼ ବିଶ୍ୱାସ ସହହ ଈଶ୍ୱରଙ୍କ ନିକଟକୁ ଯିବା; କାରଣ ଆମ୍ଭୋନେ ଏବେ କଳୁଷିତ ବିବେକରୁ ଶୁଚି ହୋଇଛୁ ଓ ଆମ ଶରୀର ନିର୍ମଳ ଜଳରେ ଧୌତ ହୋଇଛି Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ୱାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତ-ଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ୱାସରେ ଈଶ୍ବରଙ୍କ ନିକଟବର୍ତ୍ତୀ ହେଉ; Viz kapitolaପବିତ୍ର ବାଇବଲ22 ଆମ୍ଭର ଦେହ ଶୁଦ୍ଧ ଜଳରେ ସ୍ନାନ କରିଛି। ଅତଏବ ପରମେଶ୍ୱରଙ୍କ ପାଖକୁ ସତ୍ୟନିଷ୍ଠା ହୃଦୟରେ ଆସ। ଆମ୍ଭ ବିଶ୍ୱାସ ହେତୁ ଆମ୍ଭେ ନିଶ୍ଚିତତା ଅନୁଭବ କରିବା ଉଚିତ୍। Viz kapitola |