ଏବ୍ରୀ 10:25 - ଓଡିଆ ବାଇବେଲ25 ଆଉ କେହି କେହି ଯେପରି ଆମ୍ଭମାନଙ୍କ ମଣ୍ଡଳୀ ଉପାସନା ପରିତ୍ୟାଗ କରିଥାଆନ୍ତି, ଆମ୍ଭେମାନେ ସେପରି ନ କରୁ; ବରଂ ପରସ୍ପରକୁ ଉତ୍ସାହ ଦେଉ, ବିଶେଷତଃ ଯେତେବେଳେ ତୁମ୍ଭେମାନେ ପ୍ରଭୁଙ୍କ ଦିନ ନିକଟବର୍ତ୍ତୀ ହୋଇ ଆସୁଅଛି ବୋଲି ଦେଖୁଅଛ । Viz kapitolaପବିତ୍ର ବାଇବଲ (Re-edited) - (BSI)25 ଆଉ କେହି କେହି ଯେପରି ଆମ୍ଭମାନଙ୍କ ମଣ୍ତଳୀ ଉପାସନା ପରିତ୍ୟାଗ କରିଥାଆନ୍ତି, ଆମ୍ଭେମାନେ ସେପରି ନ କରୁ; ବରଂ ପରସ୍ପରକୁ ଉତ୍ସାହ ଦେଉ, ବିଶେଷତଃ ଯେତେବେଳେ ତୁମ୍ଭେମାନେ ପ୍ରଭୁଙ୍କ ଦିନ ନିକଟବର୍ତ୍ତୀ ହୋଇ ଆସୁଅଛି ବୋଲି ଦେଖୁଅଛ। Viz kapitolaପବିତ୍ର ବାଇବଲ (CL) NT (BSI)25 ପୁଣି କେହି କେହି ଯେପରି ଉପାସନାରେ ସମବେତ ହେବାକୁ ହେଳା କରନ୍ତି, ଆମେ ସେପରି କରିବା ନାହିଁ। ବରଂ ‘ପ୍ରଭୁଙ୍କର ଦିନ’ ନିକଟ ହୋଇ ଆସୁଛି ଜାଣି ପରସ୍ପରକୁ ଅଧିକ ଉତ୍ସାହିତ କରିବା ଉଚିତ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଆଉ କେହି କେହି ଯେପରି ଆମ୍ଭମାନଙ୍କ ମଣ୍ଡଳୀ ଉପାସନା ପରିତ୍ୟାଗ କରିଥାଆନ୍ତି, ଆମ୍ଭେମାନେ ସେପରି ନ କରୁ; ବରଂ ପରସ୍ପରକୁ ଉତ୍ସାହ କରିବା, ବିଶେଷ ଭାବରେ ଯେତେବେଳେ ତୁମ୍ଭେମାନେ ପ୍ରଭୁଙ୍କ ଆଗମନର ଦିନ ନିକଟବର୍ତ୍ତୀ ହୋଇ ଆସୁଅଛି ବୋଲି ଦେଖୁଅଛ। Viz kapitolaପବିତ୍ର ବାଇବଲ25 କିଛି ଲୋକ ଯେପରି ମଣ୍ଡଳୀ ଉପାସନା ପରିତ୍ୟାଗ କରନ୍ତି, ଆମ୍ଭେ ସେହିପରି ଏକାଠି ମିଳିତ ହେବା ବନ୍ଦ କରିବା ଉଚିତ୍ ନୁହେଁ। ତା’ ପରିବର୍ତ୍ତେ, ସେହି ଦିନଟି ନିକଟତର ହେଉଛି ଦେଖି ଆମ୍ଭେମାନେ ଏକାଠି ମିଳିତ ହୋଇ ପରସ୍ପରକୁ ଅଧିକ ଉତ୍ସାହିତ କରିବା ଉଚିତ୍। Viz kapitola |