ଏବ୍ରୀ 10:7 - ଓଡିଆ ବାଇବେଲ7 ସେତେବେଳେ ମୁଁ କହିଲି, ଦେଖ, ଶାସ୍ତ୍ରରେ ମୋ' ବିଷୟରେ ଲେଖା ଅଛି, ହେ ଈଶ୍ୱର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୁଁ ଆସିଅଛି । Viz kapitolaପବିତ୍ର ବାଇବଲ (Re-edited) - (BSI)7 ସେତେବେଳେ ମୁଁ କହିଲି, ଦେଖ, ଶାସ୍ତ୍ରରେ ମୋʼ ବିଷୟରେ ଲେଖାଅଛି, ହେ ଈଶ୍ଵର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୁଁ ଆସିଅଛି। Viz kapitolaପବିତ୍ର ବାଇବଲ (CL) NT (BSI)7 ତେଣୁ ମୁଁ କହିଲି, ‘ହେଈଶ୍ୱର, ମୋ’ ସମନ୍ଧରେ ବ୍ୟବସ୍ଥା ପସ୍ତକରେ ଯେପରି ଲିଖିତ ଅଛି, ମୁଁ ସେହି ପ୍ରକାରେ ତୁମର ଇଚ୍ଛା ସାଧନ କରିବାକୁ ପ୍ରସ୍ତୁତ ଅଛି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେତେବେଳେ ମୁଁ କହିଲି, ଦେଖ, ଶାସ୍ତ୍ରରେ ମୋʼ ବିଷୟରେ ଲେଖାଅଛି, “ହେ ଈଶ୍ବର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୁଁ ଆସିଅଛି।” Viz kapitolaପବିତ୍ର ବାଇବଲ7 ତା'ପରେ ମୁଁ କହିଲି: ‘ପରମେଶ୍ୱର ମୁଁ ଅଛି ଏଠାରେ ବ୍ୟବସ୍ଥା ପୁସ୍ତକରେ ମୋ’ ବିଷୟରେ ଲେଖା ଅଛି। ତୁମ୍ଭେ ଗ୍ଭହିଁ ଥିବା କାର୍ଯ୍ୟଗୁଡ଼ିକ ମୁଁ କରିବା ପାଇଁ ଆସିଛି।’” Viz kapitola |