Online Bible

- Reklamy -




ଏବ୍ରୀ 10:8 - ଓଡିଆ ବାଇବେଲ

8 ଏସବୁ ଊର୍ଦ୍ଧ୍ୱରେ ସେ କହନ୍ତି, ବଳିଦାନ, ନୈବେଦ୍ୟ, ହୋମବଳି ଓ ପାପାର୍ଥକ ବଳି ତୁମ୍ଭେ ଲୋଡ଼ିଲ ନାହିଁ, କିମ୍ବା ସେଥିରେ ତୁମ୍ଭର ସନ୍ତୋଷ ନ ଥିଲା (ଯାହାସବୁ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଉତ୍ସର୍ଗ କରାଯାଏ;)

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ଉପରେ ସେ କହନ୍ତି, ବଳିଦାନ, ନୈବେଦ୍ୟ, ହୋମବଳି ଓ ପାପାର୍ଥକ ବଳି ତୁମ୍ଭେ ଲୋଡ଼ିଲ ନାହିଁ, କିମ୍ଵା ସେଥିରେ ତୁମ୍ଭର ସନ୍ତୋଷ ନ ଥିଲା (ଯାହାସବୁ ବ୍ୟବସ୍ଥା ଅନୁସାରେ ଉତ୍ସର୍ଗ କରାଯାଏନ୍ତ) ମାଥି. ୧୨:୩୩

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

8 ପ୍ରଥମେ ସେ କହିଥିଲେ, “ତୁମେ ମନୁଷ୍ୟରେ ପାପ ମୋଚନ ପାଇଁ ବଳିଦା ବା ନୈବେଦ୍ୟ କିମ୍ବା ବେଦୀ ଉପରେ ହୋବଳି ଚାହଁ ନାହିଁ; ସେ ସମସ୍ତ ତୁମକୁ ସନ୍ତୁଷ୍ଟ କରିପାରେ ନାହିଁ।” ଏହିସବୁ ବଳିଦାନ ବ୍ୟବସ୍ଥା ଅନୁଯାୟୀ କରାଯାଉଥିଲେ ସୁଦ୍ଧା ସେ ଏହିପରି କହିଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏସବୁ ଊର୍ଦ୍ଧ୍ୱରେ ସେ କହନ୍ତି, ବଳିଦାନ, ନୈବେଦ୍ୟ, ହୋମବଳି ଓ ପାପାର୍ଥକ ବଳି ତୁମ୍ଭେ ଲୋଡ଼ିଲ ନାହିଁ, କିମ୍ବା ସେଥିରେ ତୁମ୍ଭର ସନ୍ତୋଷ ନ ଥିଲା (ଯାହାସବୁ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଉତ୍ସର୍ଗ କରାଯାଏ)

Viz kapitola kopírovat

ପବିତ୍ର ବାଇବଲ

8 ଏହି ଶାସ୍ତ୍ରରେ ସେ ପ୍ରଥମେ କହିଥିଲେ, “ତୁମ୍ଭେ ବଳି ଓ ନୈବେଦ୍ୟମାନ ଗ୍ଭହଁ ନାହିଁ। ତୁମ୍ଭେ ହୋମବଳି ଦ୍ୱାରା ବା ପାପହରଣ ହେବା ପାଇଁ ଦିଆଯାଉଥିବା ବଳିଗୁଡ଼ିକ ଦ୍ୱାରା ପ୍ରସନ୍ନ ହୁଅ ନାହିଁ।” ବ୍ୟବସ୍ଥା ଆଜ୍ଞା ଦିଏ ଏହି ବଳିଦାନ ପାଇଁ।

Viz kapitola kopírovat




ଏବ୍ରୀ 10:8

Následuj nás:

Reklamy


Reklamy