ଏବ୍ରୀ 11:21 - ଓଡିଆ ବାଇବେଲ21 ବିଶ୍ୱାସ ଦ୍ୱାରା ଯାକୁବ ମୃତ୍ୟୁ ସମୟରେ ଯୋଷେଫଙ୍କର ପ୍ରତ୍ୟେକ ପୁତ୍ରଙ୍କୁ ଆଶୀର୍ବାଦ କଲେ, ପୁଣି, ଆପଣା ଯଷ୍ଟିର ଅଗ୍ରଭାଗରେ ଆଉଜିପଡ଼ି ପ୍ରଣାମ କଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)21 ବିଶ୍ଵାସ ଦ୍ଵାରା ଯାକୁବ ମୃତ୍ୟୁ ସମୟରେ ଯୋଷେଫଙ୍କର ପ୍ରତ୍ୟେକ ପୁତ୍ରଙ୍କୁ ଆଶୀର୍ବାଦ କଲେ, ପୁଣି, ଆପଣା ଯଷ୍ଟିର ଅଗ୍ରଭାଗରେ ଆଉଜିପଡ଼ି ପ୍ରଣାମ କଲେ। Viz kapitolaପବିତ୍ର ବାଇବଲ (CL) NT (BSI)21 ବିଶ୍ୱାସ ଦ୍ୱାରା ହିଁ ଯାକୁବ ମୃତ୍ୟୁ ପୂର୍ବରୁ ଯୋସେଫଙ୍କ ଦୁଇ ପୁତ୍ରଙ୍କୁ ଆର୍ଶୀବାଦ କରିଥିଲେ। ସେ ନିଜର ଯଷ୍ଟି ଉପରେ ଭରା ଦେଇ ଈଶ୍ୱରଙ୍କ ଆରାଧନା କରିଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ବିଶ୍ୱାସ ଦ୍ୱାରା ଯାକୁବ ମୃତ୍ୟୁ ସମୟରେ ଯୋଷେଫଙ୍କର ପ୍ରତ୍ୟେକ ପୁତ୍ରଙ୍କୁ ଆଶୀର୍ବାଦ କଲେ, ପୁଣି, ଆପଣା ଯଷ୍ଟିର ଅଗ୍ରଭାଗରେ ଆଉଜିପଡ଼ି ପ୍ରଣାମ କଲେ। Viz kapitolaପବିତ୍ର ବାଇବଲ21 ବିଶ୍ୱାସ କାରଣରୁ ହିଁ, ମଲାବେଳେ ଯାକୁବ, ଯୋଷେଫଙ୍କ ପ୍ରତ୍ୟେକ ପୁତ୍ରକୁ ଆଶୀର୍ବାଦ କଲେ। ସେ ନିଜର ବାଡ଼ି ଉପରେ ନଇଁ ପଡ଼ି ପରମେଶ୍ୱରଙ୍କୁ ଉପାସନା କଲେ। Viz kapitola |