ଏବ୍ରୀ 11:26 - ଓଡିଆ ବାଇବେଲ26 ପୁଣି, ମିସରର ସମସ୍ତ ଧନ ଅପେକ୍ଷା ଖ୍ରୀଷ୍ଟଙ୍କ ନିନ୍ଦାର ସହଭାଗୀ ହେବା ଶ୍ରେଷ୍ଠତର ଧନ ବୋଲି ମନେ କଲେ, କାରଣ ସେ ଭାବି ପୁରସ୍କାର ଦାନ ପ୍ରତି ଦୃଷ୍ଟିପାତ କଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)26 ପୁଣି, ମିସରର ସମସ୍ତ ଧନ ଅପେକ୍ଷା ଖ୍ରୀଷ୍ଟଙ୍କ ନିନ୍ଦାର ସହଭାଗୀ ହେବା ଶ୍ରେଷ୍ଠତର ଧନ ବୋଲି ମନେ କଲେ, କାରଣ ସେ ପୁରସ୍କାର ଦାନର ସମୟ ପ୍ରତି ଦୃଷ୍ଟିପାତ କଲେ। Viz kapitolaପବିତ୍ର ବାଇବଲ (CL) NT (BSI)26 ସେ ମିସର ଦେଶର ସମସ୍ତ ଐଶ୍ୱର୍ଯ୍ୟ ଅପେକ୍ଷା ମସୀହଙ୍କ ନିମନ୍ତେ ଘୃରିତ ହେବା ଶ୍ରେୟସ୍କର ମନେ କରିଥିଲେ, କାରଣ ଭାବବୀ ପୁରସ୍କାର ପ୍ରତି ତାଙ୍କର ଲକ୍ଷ୍ୟ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ପୁଣି, ମିସରର ସମସ୍ତ ଧନ ଅପେକ୍ଷା ଖ୍ରୀଷ୍ଟଙ୍କ ନିନ୍ଦାର ସହଭାଗୀ ହେବା ଶ୍ରେଷ୍ଠତର ଧନ ବୋଲି ମନେ କଲେ, କାରଣ ସେ ଭାବି ପୁରସ୍କାର ଦାନ ପ୍ରତି ଦୃଷ୍ଟିପାତ କଲେ। Viz kapitolaପବିତ୍ର ବାଇବଲ26 ମିଶର ଦେଶର ସମସ୍ତ ଧନଭଣ୍ଡାର ପ୍ରାପ୍ତ କରିବା ବଦଳରେ ଖ୍ରୀଷ୍ଟଙ୍କ ପାଇଁ କଷ୍ଟ ସହନ କରିବା, ମୋଶା ଅପେକ୍ଷାକୃତ ଭଲ ମନେ କଲେ। ପରମେଶ୍ୱରଙ୍କ ଦ୍ୱାରା ଭବିଷ୍ୟତରେ ମିଳିବାକୁ ଥିବା ପ୍ରତିଦାନ ପାଇଁ ସେ ପ୍ରତୀକ୍ଷା କଲେ। Viz kapitola |