ଏବ୍ରୀ 11:32 - ଓଡିଆ ବାଇବେଲ32 ଆଉ ଅଧିକ କ'ଣ କହିବି ? ଗିଦିୟୋନ, ବାରକ, ଶାମ୍ଶୋନ୍, ଯିପ୍ତହ, ଦାଉଦ, ଶାମୁଏଲ ଓ ଭାବବାଦୀମାନଙ୍କ ବିଷୟ ଯଦି ମୁଁ ବର୍ଣ୍ଣନା କରେ, ତେବେ ସମୟ ଅଣ୍ଟିବ ନାହିଁ; Viz kapitolaପବିତ୍ର ବାଇବଲ (Re-edited) - (BSI)32 ଆଉ ଅଧିକ କଅଣ କହିବି? ଗିଦିୟୋନ, ବାରକ, ଶାମ୍ଶୋନ୍, ଯିପ୍ତହ, ଦାଉଦ, ଶାମୁୟେଲ ଓ ଭାବବାଦୀମାନଙ୍କ ବିଷୟ ଯଦି ମୁଁ ବର୍ଣ୍ଣନା କରେ, ତେବେ ସମୟ ଅଣ୍ଟିବ ନାହିଁ; Viz kapitolaପବିତ୍ର ବାଇବଲ (CL) NT (BSI)32 ମୁଁ ଆଉ କେତେ କଥା ବର୍ଣ୍ଣନା କରିବି? ଗିଦିୟନ, ବାରାକ, ଶାମ୍ସନ୍, ଯିପ୍ଥାହ, ଦାଉଦ, ଶାମୁଏଲ ଏବଂ ଭାବବାଦୀମାନଙ୍କର ସମ୍ବଦ୍ଧରେ କହିବାକୁ ଗଲେ ସମୟ ଅଣ୍ଟିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଆଉ ଅଧିକ କଅଣ କହିବି? ଗିଦିୟୋନ, ବାରକ, ଶାମ୍ଶୋନ୍, ଯିପ୍ତହ, ଦାଉଦ, ଶାମୁୟେଲ ଓ ଭାବବାଦୀମାନଙ୍କ ବିଷୟ ଯଦି ମୁଁ ବର୍ଣ୍ଣନା କରେ, ତେବେ ସମୟ ଅଣ୍ଟିବ ନାହିଁ; Viz kapitolaପବିତ୍ର ବାଇବଲ32 ମୁଁ ଅଧିକ ଆଉ କ’ଣ କହିବି, ଓ କି ଉଦାହରଣମାନ ପ୍ରସ୍ତୁତ କରିବି? ଗିଦିୟୋନ, ବାରାକ, ଶାମ୍ଶୋନ୍, ଯିପ୍ତହ ଦାଉଦ, ଶାମୁୟେଲ, ଓ ଭବିଷ୍ୟଦ୍ବକ୍ତାମାନଙ୍କ ବିଷୟରେ କହିବା ପାଇଁ ମୋ’ ପାଖରେ ଅଧିକ ସମୟ ନାହିଁ, Viz kapitola |