ଏବ୍ରୀ 11:4 - ଓଡିଆ ବାଇବେଲ4 ବିଶ୍ୱାସ ଦ୍ୱାରା ହେବଲ ଈଶ୍ୱରଙ୍କ ଛାମୁରେ କୟିନ ଅପେକ୍ଷା ଉତ୍କୃଷ୍ଟ ବଳି ଉତ୍ସର୍ଗ କଲେ ଓ ତଦ୍ୱାରା ସେ ଧାର୍ମିକ ବୋଲି ସାକ୍ଷ୍ୟ ପାଇଲେ; ଈଶ୍ୱର ନିଜେ ତାଙ୍କ ଦାନ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ, ଆଉ ସେ ମୃତ ହେଲେ ହେଁ ବିଶ୍ୱାସ ଦ୍ୱାରା ଆଜି ପର୍ଯ୍ୟନ୍ତ କଥା କହୁଅଛନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)4 ବିଶ୍ଵାସ ଦ୍ଵାରା ହେବଲ ଈଶ୍ଵରଙ୍କ ଛାମୁରେ କୟିନ ଅପେକ୍ଷା ଉତ୍କୃଷ୍ଟ ବଳି ଉତ୍ସର୍ଗ କଲେ ଓ ତଦ୍ଦ୍ଵାରା ସେ ଧାର୍ମିକ ବୋଲି ସାକ୍ଷ୍ୟ ପାଇଲେ; ଈଶ୍ଵର ନିଜେ ତାଙ୍କ ଦାନ ସମ୍ଵନ୍ଧରେ ସାକ୍ଷ୍ୟ ଦେଲେ, ଆଉ ସେ ମୃତ ହେଲେ ହେଁ ବିଶ୍ଵାସ ଦ୍ଵାରା ଆଜି ପର୍ଯ୍ୟନ୍ତ କଥା କହୁଅଛନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)4 ବିଶ୍ୱାସ ଦ୍ୱାରା ହେବଲ ଈଶ୍ୱରଙ୍କ ଉଦ୍ଦେଶ୍ୟରେ କୟିନଙ୍କ ଅପେପକ୍ଷା ଉତ୍କୃଷ୍ଟର ନୈବେଦ୍ୟ ଉତ୍ସର୍ଗ କରିଥିଲେ। ନିଜ ବିଶ୍ୱାସ ବଳରେ ସେ ଈଶ୍ୱରଙ୍କ ଦ୍ୱାରା ଧାର୍ମିକ ବୋଲି ଗଣ୍ୟ ହୋଇଥିଲେ, କାରଣ ଈଶ୍ୱର ନିଜେ ତାଙ୍କର ନୈବେଦ୍ୟ ଗ୍ରହଣ କରିଥିଲେ। ତାଙ୍କର ବିଶ୍ୱାସ ଯୋଗୁଁ, ହେବଲ ମୃତ ହେଲେ ସୁଦ୍ଧା ଏ ପର୍ଯ୍ୟନ୍ତ କଥା କହୁଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ବିଶ୍ୱାସ ଦ୍ୱାରା ହେବଲ ଈଶ୍ବରଙ୍କ ଛାମୁରେ କୟିନ ଅପେକ୍ଷା ଉତ୍କୃଷ୍ଟ ବଳି ଉତ୍ସର୍ଗ କଲେ ଓ ତଦ୍ୱାରା ସେ ଧାର୍ମିକ ବୋଲି ସାକ୍ଷ୍ୟ ପାଇଲେ; ଈଶ୍ବର ନିଜେ ତାହାଙ୍କ ଦାନ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ, ଆଉ ସେ ମୃତ ହେଲେ ହେଁ ବିଶ୍ୱାସ ଦ୍ୱାରା ଆଜି ପର୍ଯ୍ୟନ୍ତ କଥା କହୁଅଛନ୍ତି। Viz kapitolaପବିତ୍ର ବାଇବଲ4 କୟିନ ଓ ହେବଲ ଦୁହେଁ ପରମେଶ୍ୱରଙ୍କୁ ବଳି ଉତ୍ସର୍ଗ କଲେ। କିନ୍ତୁ ବିଶ୍ୱାସ ଥିବା ହେତୁ ହେବଲ ଭଲ ବଳି ଉତ୍ସର୍ଗ କଲେ। ପରମେଶ୍ୱର କହିଲେ, ଯେ, ସେ ହେବଲ ଉତ୍ସର୍ଗ କରିଥିବା ବଳି ପାଇଁ ପ୍ରସନ୍ନ ଥିଲେ। ପରମେଶ୍ୱରଙ୍କଠାରେ ହେବଲର ବିଶ୍ୱାସ ହେତୁ ତାହାକୁ ଭଲ ଲୋକ ବୋଲି କହିଲେ। ହେବଲ ମରି ଯାଇଛି କିନ୍ତୁ ନିଜ ବିଶ୍ୱାସ ହେତୁ ଏବେ ସୁଦ୍ଧା ସେ କଥା କହୁଛି। Viz kapitola |