Online Bible

- Reklamy -




ଏବ୍ରୀ 11:40 - ଓଡିଆ ବାଇବେଲ

40 ଯେଣୁ ଈଶ୍ୱର ଆମ୍ଭମାନଙ୍କ ନିମନ୍ତେ ଉତ୍କୃଷ୍ଟତର ବିଷୟ ପ୍ରସ୍ତୁତ କରି ରଖିଥିଲେ, ଯେପରି ସେମାନେ ଆମ୍ଭମାନଙ୍କ ବିନା ସିଦ୍ଧି ଲାଭ ନ କରନ୍ତି ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

40 ଯେଣୁ ଈଶ୍ଵର ଆମ୍ଭମାନଙ୍କ ନିମନ୍ତେ ଉତ୍କୃଷ୍ଟତର ବିଷୟ ପ୍ରସ୍ତୁତ କରି ରଖିଥିଲେ, ଯେପରି ସେମାନେ ଆମ୍ଭମାନଙ୍କ ବିନା ସିଦ୍ଧି ଲାଭ ନ କରନ୍ତି।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

40 କାରଣ ଈଶ୍ୱର ଆମ୍ଭମାନଙ୍କ ପାଇଁ ଏକ ମହତ୍ତର ପରିକଳ୍ପନା କରିଥିଲେ। ସେମାନେ ଆମ୍ଭମାନଙ୍କ ସହିତ ଯେପରି ସିଦ୍ଧ ହେବେ, ଏହା ହିଁ ଈଶ୍ୱରଙ୍କ ଅଭିପ୍ରାୟ ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ଯେଣୁ ଈଶ୍ବର ଆମ୍ଭମାନଙ୍କ ନିମନ୍ତେ ଉତ୍କୃଷ୍ଟତର ବିଷୟ ପ୍ରସ୍ତୁତ କରି ରଖିଥିଲେ, ଯେପରି ସେମାନେ ଆମ୍ଭମାନଙ୍କ ବିନା ସିଦ୍ଧ ଲାଭ ନ କରନ୍ତି।

Viz kapitola kopírovat

ପବିତ୍ର ବାଇବଲ

40 ପରମେଶ୍ୱର ଆମ୍ଭକୁ କିଛି ଅପେକ୍ଷାକୃତ ଭଲ ଦେବା ପାଇଁ ଯୋଜନା କରିଥିଲେ। ପରମେଶ୍ୱରଙ୍କ ଯୋଜନା ଥିଲା ଯେ, ସେମାନେ କେବଳ ଆମ୍ଭ ସହିତ ପରିପୂର୍ଣ୍ଣ ହେବେ।

Viz kapitola kopírovat




ଏବ୍ରୀ 11:40

Následuj nás:

Reklamy


Reklamy