ଏବ୍ରୀ 12:11 - ଓଡିଆ ବାଇବେଲ11 ଶାସନ ବର୍ତ୍ତମାନ ଆନନ୍ଦଜନକ ବୋଧ ନ ହୋଇ ଦୁଃଖଜନକ ବୋଧ ହୁଏ ତଥାପି ଯେଉଁମାନେ ତଦ୍ୱାରା ଶିକ୍ଷା ପ୍ରାପ୍ତ ହୋଇଅଛନ୍ତି, ତାହା ପରେ ସେମାନଙ୍କୁ ଶାନ୍ତିର ଫଳ ସ୍ୱରୂପ ଧାର୍ମିକତା ପ୍ରଦାନ କରେ । Viz kapitolaପବିତ୍ର ବାଇବଲ (Re-edited) - (BSI)11 ଶାସନ ବର୍ତ୍ତମାନ ଆନନ୍ଦଜନକ ବୋଧ ନ ହୋଇ ଦୁଃଖଜନକ ବୋଧ ହୁଏ; ତଥାପି ଯେଉଁମାନେ ତଦ୍ଦ୍ଵାରା ଶିକ୍ଷାପ୍ରାପ୍ତ ହୋଇଅଛନ୍ତି, ତାହା ପରେ ସେମାନଙ୍କୁ ଶାନ୍ତିର ଫଳ ସ୍ଵରୂପ ଧାର୍ମିକତା ପ୍ରଦାନ କରେ। Viz kapitolaପବିତ୍ର ବାଇବଲ (CL) NT (BSI)11 ଶାସ୍ତି ପାଇବା ବେଳେ ଆମ୍ଭମାନଙ୍କୁ ତାହା ଦୁଃଖଦାୟକ ମନେ ହୁଏ, କଦାପି ସୁଖକର ନୁହେଁ। କିନ୍ତୁ ଶାସ୍ତି ଦ୍ୱାରା ଯେଉଁମାନଙ୍କର ଜୀବନ ଶୃଙ୍ଖଳିତ ହୁଏ, ସେମାନେ ପରେ ଶାନ୍ତିପ୍ରଦ ଧାର୍ମିକ ଜୀବନ ରୂପ ପୁରସ୍କାର ଲାଭ କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଶାସନ ବର୍ତ୍ତମାନ ଆନନ୍ଦଜନକ ବୋଧ ନ ହୋଇ ଦୁଃଖଜନକ ବୋଧ ହୁଏ ତଥାପି ଯେଉଁମାନେ ତଦ୍ୱାରା ଶିକ୍ଷା ପ୍ରାପ୍ତ କରିଅଛନ୍ତି, ତାହା ପରେ ସେମାନଙ୍କୁ ଶାନ୍ତିର ଫଳ ସ୍ୱରୂପ ଧାର୍ମିକତା ପ୍ରଦାନ କରେ। Viz kapitolaପବିତ୍ର ବାଇବଲ11 ଦଣ୍ଡ ପାଇଲା ବେଳେ ଆମ୍ଭେ ଆନନ୍ଦ ଲାଭ କରୁ ନାହୁଁ। ଦଣ୍ଡ ପାଇବା କଷ୍ଟଦାୟକ ଅଟେ। କିନ୍ତୁ ପରବର୍ତ୍ତୀ କାଳରେ, ଦଣ୍ଡ ପାଇବା ଦ୍ୱାରା ଶିଖିବା ପରେ, ଆମ୍ଭେ ଶାନ୍ତି ଲାଭ କରୁ ଓ ଧାର୍ମିକ ଜୀବନ ବିତାଉ। Viz kapitola |