Online Bible

- Reklamy -




ଏବ୍ରୀ 12:17 - ଓଡିଆ ବାଇବେଲ

17 ତୁମ୍ଭେମାନେ ତ ଜାଣ ଯେ, ପରେ ସେ ଆଶୀର୍ବାଦର ଅଧିକାରୀ ହେବା ନିମନ୍ତେ ଇଚ୍ଛା କଲେ ସୁଦ୍ଧା ଅଗ୍ରାହ୍ୟ ହେଲା, ପୁଣି, ଅନୁତାପ କରିବା ନିମନ୍ତେ ଅଶ୍ରୁପାତ ସହ ସଯତ୍ନରେ ଚେଷ୍ଟା କଲେ ହେଁ ତାହା କରିବା ପାଇଁ ଆଉ ସୁଯୋଗ ପାଇଲା ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ତୁମ୍ଭେମାନେ ତ ଜାଣ ଯେ, ପରେ ସେ ଆଶୀର୍ବାଦର ଅଧିକାରୀ ହେବା ନିମନ୍ତେ ଇଚ୍ଛା କଲେ ସୁଦ୍ଧା ଅଗ୍ରାହ୍ୟ ହେଲା, ପୁଣି ଅନୁତାପ କରିବା ନିମନ୍ତେ ଅଶ୍ରୁପାତ ସହ ସଯନିରେ ଚେଷ୍ଟା କଲେ ହେଁ ତାହା କରିବା ପାଇଁ ଆଉ ସୁଯୋଗ ପାଇଲା ନାହିଁ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

17 ପରେ ସେ ପିତାଙ୍କ ଆଶୀର୍ବାଦ ଲାଭ କରିବାକୁ ଉତ୍କଣ୍ଠିତ ହେଲା, କିନ୍ତୁ ପରିତ୍ୟାକ୍ତ ହେଲା। ବହୁ ଅଶୁପାତ କରି ସୁଦ୍ଧା ସେ ନିଜ କୃତ କର୍ମର ଫଳ ପରିବତ୍ତିନ କରିପାରି ନ ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତୁମ୍ଭେମାନେ ତ ଜାଣ ଯେ, ପରେ ସେ ଆଶୀର୍ବାଦର ଅଧିକାରୀ ହେବା ନିମନ୍ତେ ଇଚ୍ଛା କଲେ ସୁଦ୍ଧା ଅଗ୍ରାହ୍ୟ ହେଲା, ପୁଣି, ଅନୁତାପ କରିବା ନିମନ୍ତେ ଅଶ୍ରୁପାତ ସହ ଯତ୍ନରେ ଚେଷ୍ଟା କଲେ ହେଁ ତାହା କରିବା ପାଇଁ ଆଉ ସୁଯୋଗ ପାଇଲା ନାହିଁ।

Viz kapitola kopírovat

ପବିତ୍ର ବାଇବଲ

17 ତୁମ୍ଭେମାନେ ଜାଣିଛ ଯେ, ଏପରି କରି ସାରିଲା ପରେ, ଏଷୌ ବାପାଙ୍କର ଆଶୀର୍ବାଦ ପାଇବା ପାଇଁ ଗ୍ଭହିଁଲା। ସେ ଆଶୀର୍ବାଦ ପାଇବା ନିମନ୍ତେ ଏତେ ବ୍ୟାକୁଳ ହେଲା ଯେ, ସେ ବହୁତ କାନ୍ଦିଲା। କିନ୍ତୁ ତା'ବାପା ତାହାକୁ ଆଶୀର୍ବାଦ କରିବା ପାଇଁ ମନା କଲେ, କାରଣ ଏଷୌ ଯାହା କରିଥିଲା, ତାହାକୁ ବଦଳାଇବା ପାଇଁ କୌଣସି ଉପାୟ ପାଇ ପାରିଲା ନାହିଁ।

Viz kapitola kopírovat




ଏବ୍ରୀ 12:17

Následuj nás:

Reklamy


Reklamy