Online Bible

- Reklamy -




ଏବ୍ରୀ 12:20 - ଓଡିଆ ବାଇବେଲ

20 ଯେଣୁ କୌଣସି ପଶୁ ସୁଦ୍ଧା ଯଦି ସେହି ପର୍ବତ ସ୍ପର୍ଶ କରେ, ତେବେ ସେ ପ୍ରସ୍ତରାଘାତରେ ହତ ହେବ, ଏହି ଯେଉଁ ଆଜ୍ଞା ଦିଆଯାଇଥିଲା, ତାହା ସେମାନେ ସହ୍ୟ କରି ପାରିଲେ ନାହିଁ;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଯେଣୁ କୌଣସି ପଶୁ ସୁଦ୍ଧା ଯଦି ସେହି ପର୍ବତ ସ୍ପର୍ଶ କରେ, ତେବେ ସେ ପ୍ରସ୍ତରାଘାତରେ ହତ ହେବ, ଏହି ଯେଉଁ ଆଜ୍ଞା ଦିଆଯାଇଥିଲା, ତାହା ସେମାନେ ସହ୍ୟ କରି ପାରିଲେ ନାହିଁ;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

20 କାରଣ “ପଶୁଟିଏ ସୁଦ୍ଧା ସେହି ପର୍ବତକୁ ସ୍ପର୍ଶ କଲେ, ତାହାକୁ ପ୍ରସ୍ତଗଘାତ କରି ହତ୍ୟା କରାହେବ”, ଏହି କଠୋର ଆଦେଶ ସେମାନଙ୍କ ପକ୍ଷରେ ଅଦହ୍ୟ ହୋଇଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 “ଯେଣୁ କୌଣସି ପଶୁ ସୁଦ୍ଧା ଯଦି ସେହି ପର୍ବତ ସ୍ପର୍ଶ କରେ, ତେବେ ସେ ପ୍ରସ୍ତରାଘାତରେ ହତ ହେବ”, ଏହି ଯେଉଁ ଆଜ୍ଞା ଦିଆଯାଇଥିଲା, ତାହା ସେମାନେ ସହ୍ୟ କରିପାରିଲେ ନାହିଁ;

Viz kapitola kopírovat

ପବିତ୍ର ବାଇବଲ

20 ସେମାନେ ଆଦେଶକୁ ସହି ପାରିଲେ ନାହିଁ: “ଯଦି କିଏ, କୌଣସି ପଶୁ ମଧ୍ୟ ପର୍ବତକୁ ଛୁଏଁ ତା'ହେଲେ ତାହାକୁ ପଥର ଆଘାତ ଦ୍ୱାରା ମାରି ଦେବାକୁହେବ।”

Viz kapitola kopírovat




ଏବ୍ରୀ 12:20

Následuj nás:

Reklamy


Reklamy