ଏବ୍ରୀ 12:3 - ଓଡିଆ ବାଇବେଲ3 ତୁମ୍ଭେମାନେ ଯେପରି ଆପଣା ଆପଣା ମନରେ ଶ୍ରାନ୍ତକ୍ଳାନ୍ତ ନ ହୁଅ; ଏଥିପାଇଁ ଯେ ପାପୀମାନଙ୍କଠାରୁ ଆପଣା ବିରୁଦ୍ଧରେ ଏଡ଼େ ପ୍ରତିକୂଳାଚରଣ ସହ୍ୟ କଲେ, ତାହାଙ୍କ ବିଷୟ ବିବେଚନା କର । Viz kapitolaପବିତ୍ର ବାଇବଲ (Re-edited) - (BSI)3 ତୁମ୍ଭେମାନେ ଯେପରି ଆପଣା ଆପଣା ମନରେ ଶ୍ରାନ୍ତକ୍ଳା; ନ ହୁଅ; ଏଥିପାଇଁ ଯେ ପାପୀମାନଙ୍କଠାରୁ ଆପଣା ବିରୁଦ୍ଧରେ ଏଡ଼େ ପ୍ରତିକୂଳାଚରଣ ସହ୍ୟ କଲେ, ତାହାଙ୍କ ବିଷୟ ବିବେଚନା କର। Viz kapitolaପବିତ୍ର ବାଇବଲ (CL) NT (BSI)3 ଭାବି ଦେଖ, ସେ କେତେ ଦୁଃଖ ନ ସହିଛନ୍ତି। ସେ ପାପୀମାନଙ୍କଠାରୁ କେତେ ଲାଞ୍ଚନା ସହ୍ୟ ନ କରିଛନ୍ତି। ତେଣୁ ତୁମ୍ଭେମାନେ ନିରୁତ୍ସାହିତ ହୋଇ ଙାଙ୍ଗି ପଡ଼ି ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତୁମ୍ଭେମାନେ ଯେପରି ଆପଣା ଆପଣା ମନରେ ଶ୍ରାନ୍ତକ୍ଳାନ୍ତ ନ ହୁଅ; ଏଥିପାଇଁ ଯେ ପାପୀମାନଙ୍କଠାରୁ ଆପଣା ବିରୁଦ୍ଧରେ ଏଡ଼େ ପ୍ରତିକୂଳାଚରଣ ସହ୍ୟ କଲେ, ତାହାଙ୍କ ବିଷୟ ବିବେଚନା କର। Viz kapitolaପବିତ୍ର ବାଇବଲ3 ଯୀଶୁଙ୍କ ବିଷୟରେ ଭାବି ଦେଖ। ଯେତେବେଳେ ପାପୀ ଲୋକମାନେ ତାହାଙ୍କ ବିରୁଦ୍ଧରେ କିଛି କରୁଥିଲେ, ସେ ଅତି ଧୈର୍ଯ୍ୟର ସହିତ ସବୁଗୁଡ଼ିକୁ ଗ୍ରହଣ କଲେ। ତୁମ୍ଭେମାନେ ମଧ୍ୟ ସେହିଭଳି ଧୈର୍ଯ୍ୟବାନ ହୁଅ। ଚେଷ୍ଟା କରିବାରୁ ନିରୁତ୍ସାହ ହୁଅ ନାହିଁ। Viz kapitola |