ଏବ୍ରୀ 13:14 - ଓଡିଆ ବାଇବେଲ14 କାରଣ ଏଠାରେ ଆମ୍ଭମାନଙ୍କର ଚିରସ୍ଥାୟୀ ନଗର ନାହିଁ, କିନ୍ତୁ ଆମ୍ଭେମାନେ ଭାବି ନଗରର ଅନ୍ୱେଷଣ କରୁଅଛୁ । Viz kapitolaପବିତ୍ର ବାଇବଲ (Re-edited) - (BSI)14 କାରଣ ଏଠାରେ ଆମ୍ଭମାନଙ୍କର ଚିରସ୍ଥାୟୀ ନଗର ନାହିଁ, କିନ୍ତୁ ଆମ୍ଭେମାନେ ଆଗାମୀ ନଗରର ଅନ୍ଵେଷଣ କରୁଅଛୁ। Viz kapitolaପବିତ୍ର ବାଇବଲ (CL) NT (BSI)14 କାରଣ ଆମ ପାଇଁ ଏ ଜଗତରେ କୌଣସି ସ୍ଥାୟୀ ନଗର ନାହିଁ; ଯେଉଁ ନଗର ଭବିଷ୍ୟତରେ ସ୍ଥାପିତ ହେବ, ଆମେ ସେହି ନଗର ଅପେକ୍ଷାରେ ଅଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କାରଣ ଏଠାରେ ଆମ୍ଭମାନଙ୍କର ଚିରସ୍ଥାୟୀ ନଗର ନାହିଁ, କିନ୍ତୁ ଆମ୍ଭେମାନେ ଭବିଷ୍ୟତରେ ଚିରସ୍ଥାୟୀ ନଗରର ଅନ୍ୱେଷଣ କରୁଅଛୁ। Viz kapitolaପବିତ୍ର ବାଇବଲ14 ଏହି ପୃଥିବୀରେ ଆମ୍ଭର କୌଣସି ଚିରସ୍ଥାୟୀ ନଗର ନାହିଁ। କିନ୍ତୁ ଆମ୍ଭେ ଗୋଟିଏ ନଗର ପାଇଁ ପ୍ରତୀକ୍ଷା କରୁଛ, ଯାହା ଭବିଷ୍ୟତରେ ଆସିବ। Viz kapitola |