ଏବ୍ରୀ 13:18 - ଓଡିଆ ବାଇବେଲ18 ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, କାରଣ ଆମ୍ଭମାନଙ୍କର ବିଶ୍ୱାସ ଯେ, ଆମ୍ଭମାନଙ୍କର ସୁବିବେକ ଅଛି, ଯେଣୁ ସମସ୍ତ ବିଷୟରେ ସଦାଚରଣ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ । Viz kapitolaପବିତ୍ର ବାଇବଲ (Re-edited) - (BSI)18 ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, କାରଣ ଆମ୍ଭମାନଙ୍କର ବିଶ୍ଵାସ ଯେ, ଆମ୍ଭମାନଙ୍କର ସୁବିବେକ ଅଛି, ଯେଣୁ ସମସ୍ତ ବିଷୟରେ ସଦାଚରଣ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ। Viz kapitolaପବିତ୍ର ବାଇବଲ (CL) NT (BSI)18 ଆମ ପାଇଁ ପ୍ରାର୍ଥନା କରୁଥାଅ। ଆମ ବିବେକ ଯେ ନିର୍ମଳ, ଏଥିରେ ସନ୍ଦେହ ନାହିଁ, କାରଣ ସର୍ବଦା ନ୍ୟାୟୋଚିତ କାଯ୍ର୍ୟ୍ର କରିାବକୁ ଆମର ଏକାନ୍ତ ଇଚ୍ଛା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, କାରଣ ଆମ୍ଭମାନଙ୍କର ବିଶ୍ୱାସ ଯେ, ଆମ୍ଭମାନଙ୍କର ସୁବିବେକ ଅଛି, ଯେଣୁ ସମସ୍ତ ବିଷୟରେ ସଦାଚରଣ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ। Viz kapitolaପବିତ୍ର ବାଇବଲ18 ଆମ୍ଭ ପାଇଁ ପ୍ରାର୍ଥନା କରୁଥାଅ। ଆମ୍ଭେ ସବୁବେଳେ ସର୍ବୋତ୍କୃଷ୍ଟ କାମ କରିବାକୁ ଚେଷ୍ଟା କରୁଥିବାରୁ, ଆମ୍ଭେ କରୁଥିବା କାମଗୁଡ଼ିକ ଠିକ୍ ବୋଲି ଅନୁଭବ କରୁ। Viz kapitola |