ଏବ୍ରୀ 13:5 - ଓଡିଆ ବାଇବେଲ5 ଆଚାରବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, "ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ''। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଆଚାରବ୍ୟବହାରରେ ଧନଲୋଭଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, “ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ”। Viz kapitolaପବିତ୍ର ବାଇବଲ (CL) NT (BSI)5 ଧନ ଲାଳସାରୁ ନିବୃତ୍ତ ହୁଅଏବଂ ତୁମର ଯାହା ଅଛି, ସେଥିରେ ସନ୍ତୁଷ୍ଟ ରୁହ। କାରଣ ଈଶ୍ୱର କହିଛନ୍ତି, “ମୁଁ ତୁମକୁ ପରିତ୍ୟାଗ କରିବ ନାହିଁ, ମୁଁ ତୁମକୁ କେବେ ବଜୀନ କରିବି ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଚାର-ବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, “ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ।” Viz kapitolaପବିତ୍ର ବାଇବଲ5 ନିଜ ଜୀବନକୁ ଧନର ଲୋଭରୁ ମୁକ୍ତ ରଖ। ତୁମ୍ଭମାନଙ୍କ ପାଖରେ ଯାହା ଅଛି, ସେଥିରେ ସନ୍ତୋଷ ଲାଭ କର। ପରମେଶ୍ୱର କହିଛନ୍ତି: “ମୁଁ ତୁମ୍ଭକୁ କେବେ ହେଲେ ଛାଡ଼ିବି ନାହିଁ; ମୁଁ ତୁମ୍ଭଠାରୁ କେବେ ହେଲେ ଦୂରେଇ ଯିବି ନାହିଁ।” Viz kapitola |