ଏବ୍ରୀ 13:6 - ଓଡିଆ ବାଇବେଲ6 ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ, ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ ମନୁଷ୍ୟ ମୋହର କ'ଣ କରିବ ? Viz kapitolaପବିତ୍ର ବାଇବଲ (Re-edited) - (BSI)6 ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ, ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ; ମନୁଷ୍ୟ ମୋହର କଅଣ କରିବ? Viz kapitolaପବିତ୍ର ବାଇବଲ (CL) NT (BSI)6 ଏଣୁ ଆମ୍ଭେମାନେ ସାହସରେ କହି ପାରିବା, “ପ୍ରଭୁ ମୋର ସହିୟକ। ମୁଁ ଭୟ କରିବି ନାହ, କିଏ ମୋର ଅନିଷ୍ଟ କରିପାରେ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ, “ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ। ମନୁଷ୍ୟ ମୋହର କଅଣ କରିବ?” Viz kapitolaପବିତ୍ର ବାଇବଲ6 ଅତଏବ ଆମ୍ଭେ ନିସନ୍ଦେହ ଭାବରେ କହିପାରିବା: “ପ୍ରଭୁ ହେଉଛନ୍ତି ମୋର ସାହାଯ୍ୟକାରୀ, ମୁଁ ଭୟ କରିବି ନାହିଁ, ମନୁଷ୍ୟ ମୋର କିଛି କରି ପାରିବ ନାହିଁ।” Viz kapitola |