ଏବ୍ରୀ 3:19 - ଓଡିଆ ବାଇବେଲ19 ଆମ୍ଭେମାନେ ଦେଖୁ ଯେ, ଅବିଶ୍ୱାସ ହେତୁ ସେମାନେ ବିଶ୍ରାମରେ ପ୍ରବେଶ କରି ପାରିଲେ ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)19 ଆମ୍ଭେମାନେ ଦେଖୁ ଯେ, ଅବିଶ୍ଵାସ ହେତୁ ସେମାନେ ପ୍ରବେଶ କରି ପାରିଲେ ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)19 ଅତଏବ ଆମେ ଦେଖୁଛୁ ଯେ, ସେମାନଙ୍କ ଅବିଶ୍ୱାସ ଯୋଗୁଁ ସେମାନେ ସେହି ବିଶ୍ରାମରେ ପ୍ରବେଶ କରି ପାରିଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆମ୍ଭେମାନେ ଦେଖୁ ଯେ, ଅବିଶ୍ୱାସ ହେତୁ ସେମାନେ ବିଶ୍ରାମରେ ପ୍ରବେଶ କରିପାରିଲେ ନାହିଁ। Viz kapitolaପବିତ୍ର ବାଇବଲ19 ଅତଏବ ଆମ୍ଭେ ଦେଖୁଛୁ ଯେ, ସେମାନେ ନିଜ ଅବିଶ୍ୱାସ ହେତୁ ସେଠାରେ ପ୍ରବେଶ କରିବା ପାଇଁ ଅସମର୍ଥ ହେଲେ। Viz kapitola |