ଏବ୍ରୀ 4:1 - ଓଡିଆ ବାଇବେଲ1 ଅତଏବ ଆସ, ଆମ୍ଭେମାନେ ସାବଧାନ ହେଉ, କାଳେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବାର ପ୍ରତିଜ୍ଞା ଥିବା ସ୍ଥଳେ ସୁଦ୍ଧା ତୁମ୍ଭମାନଙ୍କ ମଧ୍ୟରୁ କେହି ସେଥିରୁ ବଞ୍ଚିତ ହେଲା ପରି ଦେଖାଯାଏ । Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅତଏବ ଆସ, ଆମ୍ଭେମାନେ ଭୟ କରୁ, କାଳେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବାର ପ୍ରତିଜ୍ଞା ଥିବା ସ୍ଥଳେ ସୁଦ୍ଧା ତୁମ୍ଭମାନଙ୍କ ମଧ୍ୟରୁ କେହି ସେଥିରୁ ବଞ୍ଚିତ ହେଲା ପରି ଦେଖାଯାଏ। Viz kapitolaପବିତ୍ର ବାଇବଲ (CL) NT (BSI)1 ଆମ୍ଭମାନଙ୍କୁ ଯେଉଁ ବିଶ୍ରାମ ଦେବେ ବୋଲି ଈଶ୍ୱର କହିଥିଲେ, ତାହା ଆମେ ପାଇ ପାରିବୁ ବୋଲି କେହି ଯେପରି ବଞ୍ଚିତ ନ ହୁଅ, ଏଥିପାଇଁ ସଜାଗ ରୁହ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଅତଏବ ଆସ, ଆମ୍ଭେମାନେ ଭୟ କରୁ, କାଳେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବାର ପ୍ରତିଜ୍ଞା ଥିବା ସ୍ଥଳେ ସୁଦ୍ଧା ତୁମ୍ଭମାନଙ୍କ ମଧ୍ୟରୁ କେହି ସେଥିରୁ ବଞ୍ଚିତ ହେଲା ପରି ଦେଖାଯାଏ। Viz kapitolaପବିତ୍ର ବାଇବଲ1 ପରମେଶ୍ୱରଙ୍କ ବିଶ୍ରାମସ୍ଥଳରେ ପ୍ରବେଶ କରିବାର ପ୍ରତିଜ୍ଞା ଥିବା ସ୍ଥଳେ ସୁଦ୍ଧା ଆମ୍ଭମାନଙ୍କ ମଧ୍ୟରୁ କେହି ଯେପରି ଏଥିରୁ ବଞ୍ଚିତ ନ ହେଉ, ଏଥିପାଇଁ ସତର୍କତାର ଜୀବନ କାଟିବା ଉଚିତ୍। Viz kapitola |